ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ : ପିଟିପିଟି ମାରିଥିବା ପରିବାର ପକ୍ଷରୁ ଅଭିଯୋଗ ବିଚାରାଧୀନ କଏଦୀଙ୍କ…
କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ଜେଲରେ ବିଚାରାଧୀନ କଏଦୀଙ୍କ ବୁଧବାର ସନ୍ଦେହଜନକ ମୃତ୍ୟୁ ଘଟିଛି । ତାଙ୍କ ପରିବାର ଲୋକେ ଏନେଇ ହତ୍ୟା ଅଭିଯୋଗ ଆଣିଛନ୍ତି । ମୃତକ ହେଉଛନ୍ତି ଫିରିଙ୍ଗିଆ ଡିମିରିଗୁଡ଼ା ଗାଁର ଅଭିରାମ ଦିଗାଲ । ଜେଲରେ ଅସୁସ୍ଥ ହେବା!-->…
Read More...
Read More...