Browsing Tag

kandhamala news

ଦୀର୍ଘ ୨୦ ବର୍ଷ ପରେ ଏକାଠି ହେଲେ ପୁରାତନ ଛାତ୍ରଛାତ୍ରୀ : ବରଡ଼ା ବାଲୁଙ୍କେଶ୍ୱର ଉଚ୍ଚ ବିଦ୍ୟାଳୟର -୨୦୦୬ ମାଟ୍ରିକ…

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଲାଇନପଡା ନିକଟସ୍ଥ ବରଡ଼ା ବାଲୁଙ୍କେଶ୍ୱର ଉଚ୍ଚ ବିଦ୍ୟାଳୟର -୨୦୦୬ ମସିହା ମ୍ୟାଟ୍ରିକ ବ୍ୟାଚର ପୁରାତନ ଛାତ୍ରଛାତ୍ରୀଙ୍କ ଏକ ଭବ୍ୟ ବନ୍ଧୁମିଳନ କାର୍ଯ୍ୟକ୍ରମ ସାଲୁଙ୍କି ଡ୍ୟାମ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ୨୦ ବର୍ଷ
Read More...

ପୀତବାସ ପଣ୍ଡା ହତ୍ୟା ମାମଲାର ମାଷ୍ଟର ମାଇଣ୍ଡ ପିଣ୍ଟୁ ଦାସ ଫୁଲବାଣୀ ଜେଲରେ : ବଢ଼ିଲା ସୁରକ୍ଷା ବ୍ୟବସ୍ଥା

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଅଞ୍ଚଳର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତ ତଥା ମାଷ୍ଟର ମାଇଣ୍ଡ ଶିବଶଙ୍କର ଦାସ, ଓରଫ ପିଣ୍ଟୁ ଦାସଙ୍କୁ ଶୁକ୍ରବାର କଡ଼ା ସୁରକ୍ଷା ମଧ୍ୟରେ କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ସର୍କଲ ଜେଲକୁ
Read More...

କନ୍ଧମାଳରେ ୩,୭୯୭ ଚାଷୀ ପଞ୍ଜୀକରଣ : ରାଜ୍ୟରେ ସର୍ବନିମ୍ନ, ଗତବର୍ଷ ତୁଳନାରେ ବୃଦ୍ଧି

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଖରିଫ ଧାନ ବିକ୍ରି ପାଇଁ କନ୍ଧମାଳ ଜିଲ୍ଲାରେ ରାଜ୍ୟର ସର୍ବନିମ୍ନ ଚାଷୀ ସେମାନଙ୍କ ନାମ ପଞ୍ଜୀକରଣ କରିଛନ୍ତି । ଓଡ଼ିଶାର ବରଗଡ଼ ଜିଲ୍ଲାରେ ସର୍ବାଧିକ ୧ ଲକ୍ଷ ୫୦ ହଜାର ୨୦୬ ଜଣ ଚାଷୀ ଓ କନ୍ଧମାଳରେ ସର୍ବନିମ୍ନ ୩,୭୯୭ଜଣ ଚାଷୀ ନାମ ପଞ୍ଜୀକରଣ
Read More...

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟାକାଣ୍ଡ : ୧୭ ବର୍ଷ ପରେ ମଧ୍ୟ ସାର୍ବଜନୀନ ହେଉନି ତଦନ୍ତ ରିପୋର୍ଟ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାକାଣ୍ଡକୁ ୧୭ବର୍ଷ ପୂରଣ ହୋଇଛି । ୨୦୦୮, ଅଗଷ୍ଟ ୨୩ରେ ଜନ୍ମାଷ୍ଟମୀ ଉତ୍ସବ ପାଳନ ପାଇଁ ସ୍ୱାମୀଜୀ କନ୍ଧମାଳର ଜଳେଶପଟା ଆଶ୍ରମକୁ ଯାଇଥିବା ସମୟରେ ପ୍ରାୟ ୪୦ରୁ ଅଧିକ ଆତତାୟୀ ଗୁଳି ବର୍ଷଣ କରିବା
Read More...

କନ୍ଧମାଳ : ଫାଷ୍ଟ୍ ଟ୍ରାକ୍ ପୋକ୍ସୋ ଦୁଷ୍କର୍ମ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ ଦଣ୍ଡାଦେଶ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ଫାଷ୍ଟ୍ ଟ୍ରାକ୍ ପୋକ୍ସୋ ଦୁଷ୍କର୍ମ ଅଭିଯୁକ୍ତ ଶୁଣାଇଲେ ଦଣ୍ଡାଦେଶ । ସ୍ୱତନ୍ତ୍ର କୋର୍ଟ ଗଣେଶ କହଁରକୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୨୦ ହଜାର ଜରିମାନା ଶୁଣାଇଛନ୍ତି । ବିଚାରପତି କୈଳାସ
Read More...

ସମଗ୍ର କନ୍ଧମାଳ ଜିଲ୍ଲାରେ ଘୁରି ବୁଲୁଛି ନକଲି ପାଞ୍ଚଶହ ଟଙ୍କିଆ ନୋଟ : ବ୍ୟବସାୟୀଙ୍କୁ ସତର୍କ କଲା ବଣିକ ସଂଘ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସମଗ୍ର କନ୍ଧମାଳ ଜିଲ୍ଲାର ବିଭିନ୍ନ ଟାଉନ ସମେତ ଗ୍ରାମାଞ୍ଚଳରେ ୫ ଶହ ଟଙ୍କିଆ ନକଲି ନୋଟ୍‌ ଏ ହାତରୁ ସେ ହାତକୁ ଘୂରି ବୁଲୁଥିବା ନେଇ ବ୍ୟବସାୟୀ ଏବଂ ଲୋକଙ୍କ ଭିତରେ ଭୟ ଦେଖାଯାଇଛି । ବିଶେଷକରି ମୂଲିଆ ଶ୍ରେଣୀ ଲୋକଟି ଯଦି ଏଭଳି ନକଲି ନୋଟ୍‌
Read More...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ ବରଦଳୀ ଗ୍ରାମର ସନ୍ତୋଷ ସେଠି ଓ ବାସନ୍ତୀ ବେହେରାଙ୍କ ଘର ଭାଙ୍ଗିବା ସହ ନଡ଼ିଆ ଗଛ ନଷ୍ଟ କରିଛନ୍ତି । ସୂଚନା ମୁତାବକ, ମଙ୍ଗଳବାର
Read More...

କନ୍ଧମାଳ ପୁଲିସ ନିକଟରେ ଆତ୍ମସମର୍ପଣ କଲେ ୩ ହାର୍ଡକୋର୍ ମାଓବାଦୀ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ମାଓ ବିରୋଧୀ ଅଭିଯାନରେ କନ୍ଧମାଳ ପୁଲିସକୁ ମିଳିଛି ଆଉ ଏକ ସଫଳତା । ପୁଲିସ ନିକଟରେ ଆତ୍ମସମର୍ପଣ କଲେ ଦୁଇ ମହିଳା କ୍ୟାଡରଙ୍କ ସମେତ ତିନି ଜଣ ହାର୍ଡକୋର ମାଓବାଦୀ । ଏନେଇ ସୋମବାର କନ୍ଧମାଳ ଜିଲ୍ଲା ପୁଲିସ ମୂଖ୍ୟାଳୟରେ ସୂଚନା ଦେଇଛନ୍ତି
Read More...

ଯୋଗ ମାଧ୍ୟମରେ ମଣିଷ ମାନସିକ ଚାପ ଅବସାଦ ଓ ବିଭିନ୍ନ ରୋଗରୁ ମୁକ୍ତି ପାଇଥାଏ : ଶିକ୍ଷାମନ୍ତ୍ରୀ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଯୋଗକୁ ବିଶ୍ୱବ୍ୟାପୀ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । ଚଳିତ ବର୍ଷର ବିଷୟବସ୍ତୁ ରହିଛି “ ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ" । ଏହାକୁ ନେଇ କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ କୋରୋନେସନ୍
Read More...

ବର୍ଷେ ପରେ ପତ୍ନୀଙ୍କୁ ମିଳିଲା ସ୍ୱାମୀଙ୍କ ମୃତ ପ୍ରଣାମ ପତ୍ର

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ନୁଆଁ ପଦର ପଞ୍ଚାୟତ ଲତପଙ୍ଗିଆ ଗାଁର ସୁନିଆ ମତି ଦିଗାଲ । ବୟସ ୨୬ ବର୍ଷ । ଗତ ୨୦୨୪ ମସିହାରେ ସୁନିଆ ମତିଙ୍କ ସ୍ୱାମୀ ଗୌତମ ଦିଗାଲ ରାଜସ୍ଥାନର ହନୁମାନଗଡ଼ ଅଞ୍ଚଳକୁ ଦାଦନ ଖଟିବାକୁ ଯାଇଥିଲେ । କିଛି ଦିନ
Read More...