Browsing Tag

kandhamala news

ନାରୀ ନିର୍ଯ୍ୟାତନା ପ୍ରତିବାଦରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲା, କନ୍ଧମାଳ ଜିଲ୍ଲା କଂଗ୍ରେସ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରାଜ୍ୟରେ ଦିନକୁ ଦିନ ବଢୁଛି ନାରୀ ନିର୍ଯ୍ୟାତନା । ଏହାର ପ୍ରତିବାଦରେ କନ୍ଧମାଳ ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ ଘେରାଉ କରାଯାଇଛି । କଂଗ୍ରେସ କାର୍ଯ୍ୟାଳୟରୁ ନେତା ଏବଂ କର୍ମୀମାନେ ଏକ ବିରାଟ ରାଲିରେ ବାହାରି ସମଗ୍ର ସହର
Read More...

ଭୁବନେଶ୍ୱର ଆଦିବାସୀ ମେଳାରେ କନ୍ଧମାଳ ଷ୍ଟ୍ରବେରିର ଚାହିଦା ବୃଦ୍ଧି

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରାଜଧାନୀ ଭୁବନେଶ୍ୱରରେ ଚାଲିଥିବା ଆଦିବାସୀ ମେଳାରେ କନ୍ଧମାଳ ଷ୍ଟ୍ରବେରି ଷ୍ଟଲ୍‌ରେ ଦିନକୁ ଦିନ ଚାହିଦା ବୃଦ୍ଧି ପାଇବା ସହ ବେଶ୍‌ ଭିଡ଼ ମଧ୍ୟ ଜମୁଛି । ଗୋଟିଏ ପ୍ୟାକେଟର ମୂଲ୍ୟ ୧୦୦ ଟଙ୍କା ରହିଛି । ଯିଏ ଯାଉଛି, ସିଏ କିଣୁଛି । ଜଣେ
Read More...

ଘନ ଘନ ବିଦ୍ୟୁତ କାଟ ସାଙ୍ଗକୁ ବିଜୁଳି ଦରର ଅହେତୁକ ବୃଦ୍ଧି ପ୍ରତିବାଦରେ ବିଜେପି ତରଫରୁ ଦାବୀ ପତ୍ର ପ୍ରଦାନ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କରୋନା ମହାମାରୀ ସମୟରେ ସର୍ବସାଧାରଣ ଖଟିଖିଆ ଦିନ ମଜୁରିଆଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଥିବା ବେଳେ ଅନ୍ୟପଟେ ଘନଘନ ବିଦ୍ୟୁତ କାଟ ସାଙ୍ଗକୁ ବିଜୁଳି ଦରର ଅହେତୁକ ବୃଦ୍ଧି ଜନ ଜୀବନକୁ ଅସ୍ତବ୍ୟସ୍ତ କରି ପକାଇଲାଣି । ଏ ନେଇ କନ୍ଧମାଳ
Read More...

ଫିରିଙ୍ଗିଆରେ ରାଜସ୍ୱ ରଥ ଜରିଆରେ ଘରକୁ ଘର ସେବା କାର୍ଯ୍ୟକ୍ରମ ଆରମ୍ଭ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ତହସିଲରେ ରାଜସ୍ଵ ରଥର ଶୁଭାରମ୍ଭ ହୋଇଛି । ଫିରିଙ୍ଗିଆ ତହସିଲଦାର ପୁନମ୍ ରାଉତଙ୍କ ଦ୍ୱାରା ଏହା ଉଦ୍‌ଘାଟନ କରାଯାଇଥିଲା । ରାଜ୍ୟ ସରକାରଙ୍କ ରାଜସ୍ଵ ଓ ବିପର୍ୟ୍ୟୟ ପରିଚାଳନା ୫-ଟି କାର୍ଯ୍ୟକ୍ରମରେ ଏହି ଅଭିନବ
Read More...

ପାରିବାରିକ କଳହକୁ କେନ୍ଦ୍ର କରି ଗଛରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ପାରିବାରିକ କଳହକୁ କେନ୍ଦ୍ର କରି ମହୁଲ ଗଛରେ ରଶି ଲଗାଇ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି । ମୃତକ ଜଣକ ହେଲେ କନ୍ଧମାଳ ଜିଲ୍ଲା ସଦର ମହକୁମା ଫୁଲବାଣୀ ପିଅନପଡାର ସଞ୍ଜୟ ବିଶି ମାଝୀ । ଘଟଣାରୁ ପ୍ରକାଶ ଯେ, ସଞ୍ଜୟଙ୍କ ଘରେ ପ୍ରତ୍ୟେକ ଦିନ
Read More...