ଦୁଇ ବାଇକ୍ ମୁହାଁମୁହିଁ ଧକ୍କା
କନ୍ଧମାଳ : ମଙ୍ଗଳବାର ବିଳମ୍ବିତ ରାତିରେ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଗୋଛାପଡା ଥାନା କାମଟଣା ନିକଟରେ ସଡ଼କ ଦୁର୍ଘଟଣା । ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି । ଏଥିରେ ଅନ୍ୟ ଦୁଇଜଣ!-->…
Read More...
Read More...