Browsing Tag

kantabanji news

ବ୍ରେକ୍ ଫେଲ୍ ହୋଇ ଦୋକାନ ଭିତରକୁ ଧସେଇ ପଶିଲା ଟ୍ରକ୍

କଣ୍ଟାବାଞ୍ଜି : ବ୍ରେକ୍ ଫେଲ୍ ହୋଇ ଦୋକାନ ଭିତରକୁ ଧସେଇ ପଶିଲା ଟ୍ରକ୍ । ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବଙ୍ଗୋମୁଣ୍ଡା ରେଳ ଫାଟକ ପାଖରେ ଏହି ଦୁର୍ଘଟଣା ଘଟିଛି । ସୂଚନାନୁଯାୟୀ, ଶୁକ୍ରବାର ସକାଳେ ଏକ ମାଲ୍ ବୋଝେଇ ଟ୍ରକ୍ ବଙ୍ଗୋମୁଣ୍ଡା ପଟୁ କଣ୍ଟାବାଞ୍ଜି ଆସୁଥିଲା। ପ୍ରାୟ ୮ଟା ବେଳେ
Read More...

ତୁରେକେଲା କ୍ଲଷ୍ଟରରେ ସମ୍ବିଧାନ ହତ୍ୟା ଦିବସ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ତୁରେକେଲା କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟରେ ସମ୍ବିଧାନ ହତ୍ୟା ଦିବସ ପାଳିତ ହୋଇଯାଇଛି । ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତୁରେକେଲା ଉଚ୍ଚ
Read More...

କଣ୍ଟାବାଞ୍ଜିରେ ଗର୍ଜିଲା ବିଜେଡି

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ଆଜି କଣ୍ଟାବାଞ୍ଜି ବିଜୁ ଛାତ୍ର ଜନତା ଦଳ ତରଫରୁ ଆମ ଅଞ୍ଚଳର ଯୁବ ନେତା ଗିରିରାଜ ସିଂ ମାଝୀଙ୍କ ନେର୍ଦ୍ଦେଶକ୍ରମେ ଜିଲ୍ଲା ସାଧାରଣ ସମ୍ପାଦକ ଦେବରାଜ ୟାଦବଙ୍କ ସହଯୋଗରେ କଣ୍ଟାବାଞ୍ଜି ବୈଷୟିକ ମହାବିଦ୍ୟାଳୟ ଓ ମହିଳା ମହାବିଦ୍ୟାଳୟ, କଣ୍ଟାବାଞ୍ଜି
Read More...

“ଆମ ସଙ୍କଳ୍ପ ନିଶା ନୁହେଁ ଜୀବନ” ମିନି ମାରାଥନ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ଅବକାରୀ ବିଭାଗ ଓ ଜିଲ୍ଲା ପ୍ରଶାସନ ବଲାଙ୍ଗିର ଆନୁକୂଲ୍ୟରେ ବାଳକ ଉଚ୍ଚ ବିଦ୍ୟାଳୟ କଣ୍ଟାବାଞ୍ଜି ପଡିଆଠାରେ ଏକ ସଚେତନତା ସଭା ଆୟୋଜନ କରାଯାଇଥିଲା । ଏହି ସଭାରେ ମୁଖ୍ୟ ଅତିଥି ଭାବେ ପୁରନ୍ଦର ବାଗ, ସମ୍ମାନିୟ ଅତିଥି ବେଦବ୍ୟାସ ନାଗ, ଅବକାରୀ ବିଭାଗ
Read More...

ତୁରେକେଲା କ୍ଲଷ୍ଟରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଳକ ଅନ୍ତର୍ଗତ ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ଅଧିନରେ ଥିବା ସମସ୍ତ ବିଦ୍ୟାଳୟରେ ୧୧ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୌତମ ପଟେଲଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତୁରେକେଲା ଆଞ୍ଚଳିକ ସାଧନ
Read More...

ନିର୍ଝରିଣୀ ତରଫରୁ ଶିଶୁ ସାହିତ୍ୟିକ ସଂପର୍କ ଯାତ୍ରା

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କଣ୍ଟାବାଞ୍ଜିର ଅଗ୍ରଣୀ ଅନୁଷ୍ଠାନ ନିର୍ଝରିଣୀ ତରଫରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଥିବା ଶିଶୁ ସାହିତ୍ୟିକମାନଙ୍କ ସହିତ ଚାରିଦିନ ଧରି ସୁସଂପର୍କ ଯାତ୍ରା କରାଯାଇଥିଲା । ଅନୁଷ୍ଠାନର ପ୍ରତିଷ୍ଠାତା ସମ୍ପାଦକ ବିରଞ୍ଚି ନାରାୟଣ ଦାଶ ବାଇକଯୋଗେ ବଲାଙ୍ଗିର,
Read More...

କଣ୍ଟାବାଞ୍ଜିରେ ଓଡିଶା ପତ୍ରକାର ସଂଘର ବାର୍ଷିକ ଉତ୍ସବ : ସାମ୍ବାଦିକତା ସତିତ୍ୱର ପରିକ୍ଷଣ ରହିଛି

କଣ୍ଟାବାଞ୍ଜି, (ପିତାମ୍ବର ଦୀପ) : କଣ୍ଟାବାଞ୍ଜି ହୋଟେଲ ରୋୟଲ ତୁଲୀପଠାରେ ରବିବାର ଦିନ ଓଡ଼ିଶା ପତ୍ରକାର ସଂଘର ପ୍ରଥମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି, ସମ୍ମାନିତ
Read More...

ତୁରେକେଲା ବ୍ଲକର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନିଆରା ପ୍ରୟାସ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ଆଖି ଆଗରେ ରଖି ରାଜ୍ୟ ସରକାର ଶିକ୍ଷାନୁଷ୍ଠାନ ଗୁଡିକୁ ପୂର୍ବ ନିର୍ଦ୍ଦାରିତ ସମୟ ପୂର୍ବରୁ ଅପ୍ରେଲ ମାସ ୨୩ ତାରିଖରୁ ଛୁଟି ଘୋଷଣା କରିଥିଲେ । କିନ୍ତୁ ପରବର୍ତ୍ତୀ ସମୟରେ ଓସେପା ତରଫରୁ ଛାତ୍ରଛାତ୍ରୀ ମାନଙ୍କୁ
Read More...

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା : ବିଦ୍ୟୁତ୍ ଖୁଣ୍ଟରେ ବନ୍ଧା ହେଲେ ଯୁବକ

କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା । ବିଦ୍ୟୁତ୍ ଖୁଣ୍ଟରେ ବନ୍ଧା ହେଲେ ଯୁବକ । କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ କୁର୍ଲି ଗାଁରେ ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ଯୁବକଙ୍କୁ ଜଣେ ବିବାହିତା ମହିଳାଙ୍କ
Read More...

ନିର୍ଝରିଣୀ ତରଫରୁ ବିଶ୍ୱ ରେଡ଼କ୍ରସ ଦିବସ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କଣ୍ଟାବାଞ୍ଜି ଚଟୁଅନକା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମାଝୀପଡାଠାରେ ରେଡ଼କ୍ରସ ପରାମର୍ଶ ଦାତା ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ବିଶ୍ୱ ରେଡ଼କ୍ରସ ଦିବସ ପାଳିତ ହୋଇଯାଇଛି । କଣ୍ଟାବାଞ୍ଜିର ଅଗ୍ରଣୀ ଅନୁଷ୍ଠାନ ନିର୍ଝରିଣୀ, ମାଝୀପଡା ପ୍ରାଥମିକ
Read More...