Browsing Tag

kantabanji news

ସାଲେପଡା ବିଦ୍ୟାଳୟରେ ଶିକ୍ଷଣ ସାମଗ୍ରୀ ମେଳା

କଣ୍ଟାବାଞ୍ଜି, (ପିତାମ୍ବର ଦୀପ) : ତୁରେକେଲା ବ୍ଳକ ଅନ୍ତର୍ଗତ ମାନ୍ଦଲା ଆଞ୍ଚଳିକ ସାଧନ କେନ୍ଦ୍ର ଅଧିନସ୍ଥ ସାଲେପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ସହିତ ଶିକ୍ଷଣ ସାମଗ୍ରୀ ମେଳା ଅନୁଷ୍ଠିତ ହୋଇଯାଇଥିଲା । ଏହି ମେଳାକୁ ଅତିଥିଭାବରେ ବଲାଙ୍ଗିରର
Read More...

ବଲାଙ୍ଗିର ଜିଲ୍ଲାରେ ହଇଚଇ : କଣ୍ଟାବାଞ୍ଜି ରେଲୱେ ଷ୍ଟେସନରୁ ୧୨ଟି ବୋମା ଜବତ

କଣ୍ଟାବାଞ୍ଜି : ବର୍ତ୍ତମାନର ଏକ ବଡ଼ ଖବର । ବଲାଙ୍ଗିର ଜିଲ୍ଲାରେ ହଇଚଇ । କଣ୍ଟାବାଞ୍ଜି ରେଲୱେ ଷ୍ଟେସନରୁ ୧୨ଟି ବୋମା ଜବତ । କଣ୍ଟାବାଞ୍ଜି ରେଲୱେ ଷ୍ଟେସନର ରେଳ ୱାଗନ ଭିତରୁ ଏହି ୧୨ଟି ବୋମା ଜବତ କରାଯାଇଥିବା ସୂଚନା ରହିଛି । ଯାଞ୍ଚ ସମୟରେ ୱାଗନ ଭିତରୁ ଏହି ୧୨ଟି ବୋମା ରେଲୱେ ପୋଲିସ
Read More...

ବାଇକ ଧକ୍କାରେ ଜଣେ ମୃତ

କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : ରାସ୍ତାକଡ଼ରେ ଛିଡ଼ା ହେବା ହେଲା କାଳ । ବାଇକ ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଗୋହିରିଆପଦର ଛକ ଠାରେ ବାଇକ ଧକ୍କାରେ ଜଣେ ମୃତ୍ୟୁ ବରଣ କରିଥିବା ଜଣାପଡ଼ିଛି । ସୂଚନା ଅନୁସାରେ ବଙ୍ଗୋମୁଣ୍ଡା ଥାନା
Read More...

ଅନ୍‌ଲାଇନ୍‌ ଗେମଲରଙ୍କ କବ୍‌ଜାରେ କଣ୍ଟାବାଞ୍ଜି

କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : ଅନ୍‌ଲାଇନ୍‌ ଗେମଲରଙ୍କ କବ୍‌ଜାରେ କଣ୍ଟାବାଞ୍ଜି । ଅନଲାଇନ ବ୍ୟାଟିଂ ଗେମ୍‌ରେ ୮୦ ପ୍ରତିଶତ ଟଙ୍କା ପାଇବାର ପ୍ରଲୋଭନ ଦେଖାଇ ଠକାମୀ କରୁଥିବା ୫ ଜଣଙ୍କୁ ଗିରଫ କରିଛି ପୋଲିସ । ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରର ଲାୟନ୍ସ ପବ୍ଲିକ ସ୍କୁଲ ନିକଟରେ
Read More...

ଭାରସାମ୍ୟ ହରାଇ ଦୋକାନରେ ପିଟି ହେଲା ଟ୍ରକ୍

କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : ଭାରସାମ୍ୟ ହରାଇ ଦୋକାନରେ ପିଟି ହେଲା ଟ୍ରକ୍ । ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ମହାବୀର କଲୋନୀ ଯିବା ରାସ୍ତା ବୁଲାଣି ନିକଟରେ ଭାରସାମ୍ୟ ହରାଇ ପଶ୍ଚିମବଙ୍ଗ ନମ୍ବର ଥିବା ଏକ ଟ୍ରକ୍ ଓଡ଼ି ୩୩ ଡି ୭୨୩୮ ପାଖରେ ଥିବା ଏକ ଦୋକାନ ପାଚେରୀରେ ବାଡେଇ ହୋଇ
Read More...

କଣ୍ଟାବାଞ୍ଜି ପୋଲିସ ଦ୍ୱାରା ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : ଦାୟିତ୍ୱପୂର୍ଣ୍ଣ ଡ୍ରାଇଭିଂ ଅଭ୍ୟାସ ତଥା ଟ୍ରାଫିକ ନିୟମକୁ ପାଳନ କରିବା ପାଇଁ ପୋଲିସ ଷ୍ଟେସନ କଣ୍ଟାବାଞ୍ଜି ଏବଂ ମହିଳା କଲେଜ କଣ୍ଟାବାଞ୍ଜି ମିଳିତ ଭାବେ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିଥିଲେ । ସଡକ ନିରାପତ୍ତାର ଗୁରୁତ୍ୱ ଉପରେ
Read More...

ତୁରେକେଲା କ୍ଳଷ୍ଟରରେ ସାଧାରଣତନ୍ତ୍ର ଦିବସ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଳକ ଅନ୍ତର୍ଗତ ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ରର ବିଭିନ୍ନ ବିଦ୍ୟାଳୟରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ କେନ୍ଦ୍ରର ୧୧ଟି
Read More...

ନିର୍ଝରିଣୀ ଦ୍ୱାରା ପିଲାଙ୍କ ମୁହଁରେ ହସ କାର୍ଯ୍ୟକ୍ରମ ଅନୁଷ୍ଠିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ଅଗ୍ରଣୀ ଅନୁଷ୍ଠାନ ନିର୍ଝରିଣୀ ତରଫରୁ ୭୬ତମ ସାଧାରଣତନ୍ତ୍ର ଦିବସ ଅବସରରେ ଝାଙ୍କର ପଡାସ୍ଥିତ ଶିଶୁ ଉଦ୍ୟାନରେ ନିଆରା ସମ୍ପର୍କ ପିଲାଙ୍କ ମୁହଁରେ ହସ କାର୍ଯ୍ୟକ୍ରମ କରାଯାଇôତଲା । ଅନୁଷ୍ଠାନର ସଭାପତି ରାମଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି
Read More...

ତୁରେକେଲା ବ୍ଳକରେ ଜାତୀୟ କନ୍ୟା ଦିବସ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ଅଧିନସ୍ଥ ବକବାହାଲ ପ୍ରାଥମିକ ବିଦ୍ୟାଳୟରେ ଜାତୀୟ କନ୍ୟା ଦିବସ ପାଳିତ ହୋଇଯାଇଛି । ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ସଭାରେ ପ୍ରାଧାନ ଶିକ୍ଷୟିତ୍ରୀ
Read More...

ଜାତୀୟ ଜନସଂଖ୍ୟା ଶିକ୍ଷା ପ୍ରକଳ୍ପ ତରଫରୁ ପ୍ରତିଯୋଗିତା ଅନୁଷ୍ଠିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଳକ ଅନ୍ତର୍ଗତ ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ଅଧିନସ୍ଥ ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଜାତୀୟ ଜନସଂଖ୍ୟା ଶିକ୍ଷା ପ୍ରକଳ୍ପ ତରଫରୁ କ୍ଳଷ୍ଟର ସ୍ତରରେ ସ୍ଥାନୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ
Read More...