ଖର୍ଲି ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ
କଣ୍ଟାବାଞ୍ଜି, (କେପିଏନ୍ଏସ୍) : ତୁରେକେଲା ବ୍ଲକ ଅନ୍ତର୍ଗତ ଗଇନ୍ଦିମାଲ ଆଞ୍ଚଳିକ ସାଧନ କେନ୍ଦ୍ରର ଖର୍ଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଓ ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଆଦର୍ଶ ଶିକ୍ଷୟିତ୍ରୀ ଅଞ୍ଜଳି!-->…
Read More...
Read More...