Browsing Tag

kantabanji news

ବେଆଇନ ଜୁଆ ଆଡ୍ଡାରେ ଚଢାଉ : ୧୧ ଜଣ ଗିରଫ

ନଗଦ ଏବଂ ଯାନବାହାନ ଜବତ, ମୁଖ୍ୟ ଆୟୋଜକ ଫେରାର୍ କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : ଅବୈଧ ଜୁଆ କାର୍ଯ୍ୟକଳାପ ଉପରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, କଣ୍ଟାବାଞ୍ଜି ପୋଲିସ ୧୧ ଜଣ ଜୁଆଡିଙ୍କୁ ଗିରଫ କରିବା ସହିତ ନଗଦ, ଯାନବାହାନ ଏବଂ ମୋବାଇଲ୍ ସମେତ ଅନେକ ଅପରାଧିକ ସାମଗ୍ରୀ
Read More...

ତୁରେକେଲା ଆଶ୍ରମରେ ବିର୍ସା ମୁଣ୍ଡା ଜୟନ୍ତୀ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଳକ ଅନ୍ତର୍ଗତ ତୁରେକେଲା ଆଶ୍ରମ ବିଦ୍ୟାଳୟରେ ଭଗବାନ ବିର୍ସାମୁଣ୍ଡାଙ୍କ ଏକଶତପଚାଶ ତମ ଜୟନ୍ତୀ ପାଳିତ ହୋଇଯାଇଛି । ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଫକୀର ଚରଣ ବିଶିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ତୁରେକେଲା ସରପଞ୍ଚ ଜଳନ୍ଧର
Read More...

ଶିଶୁ ଦିବସରେ ସମ୍ବର୍ଦ୍ଧିତ ହେଲେ ବିରଞ୍ଚି ଦାଶ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ଶ୍ରୀ ଶ୍ରୀ ଜ୍ଞାନ ମନ୍ଦିର ବିଦ୍ୟାଳୟ ଡିଆଟନ ଠାରେ ଶିଶୁ ଦିବସ ଧୁମଧାମରେ ପାଳିତ ହୋଇଯାଇଛି । ବ୍ୟଙ୍ଗ କବି ଟିକେଲାଲ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବାଲସାହିତ୍ୟ ପୁରସ୍କାର ପ୍ରାପ୍ତ ଡ. ଯୁଗଳ କିଶୋର ଷଡ଼ଙ୍ଗୀ ମୁଖ୍ୟ ଅତିଥି, ସାହିତ୍ୟିକ
Read More...

କଣ୍ଟାବାଞ୍ଜିରେ ଗୋପାଷ୍ଟମୀ କାମଧେନୁ ଯଜ୍ଞ ପାଇଁ କଳସ ଯାତ୍ରା ଅନୁଷ୍ଠିତ

କଣ୍ଟାବାଞ୍ଜି, (ଅର୍ଜୁନ କୁମାର ହଂସ) : ଗୋ-ସେବା ସଂଘ ଟ୍ରଷ୍ଟର ସଭାପତି ମନୋଜ ଚିରଗୁନଙ୍କ ନେତୃତ୍ୱରେ ଗୋପାଷ୍ଟମୀ ଉପଲକ୍ଷେ ଗୋପାଷ୍ଟମୀ କାମଧେନୁ ଯଜ୍ଞ ହେତୁ କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । କଳସ ଯାତ୍ରା କଣ୍ଟାବାଞ୍ଜି ଗାୟତ୍ରୀ ମନ୍ଦିରରୁ ଆରମ୍ଭ ହୋଇ ମୁଖ୍ୟ ରାସ୍ତା ଦେଇ ୪ ନମ୍ବର
Read More...

ତୁରେକେଲା କ୍ଲଷ୍ଟରର ଚତୁର୍ଥ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା କ୍ଲଷ୍ଟରର ଚତୁର୍ଥ ମାସିକ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ସେମଲା ଆଶ୍ରମ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ତୁରେକେଲା ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ କ୍ଲଷ୍ଟର ଅନ୍ତର୍ଗତ ଏଗାର ଗୋଟି ବିଦ୍ୟାଳୟର
Read More...

ତୁରେକେଲା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ବୁଡିବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିଲା । ତୁରେକେଲା ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟ ଓ
Read More...

ଶ୍ରମିକ ଚାଲାଣ ଅଭିଯୋଗରେ ୨ ଗିରଫ

କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : ୧୨ ଅକ୍ଟୋବର, ୨୦୨୫ ତାରିଖ ତୁରେକେଲା ପିଏସ୍ କେସ୍ ନମ୍ବର ୨୮୬ ସହିତ ଜଡିତ ଦୁଇ ଅଭିଯୁକ୍ତ, ଗଇନ୍ଦିମାଲ ଗ୍ରାମର ସତ୍ୟନାରାୟଣ ଚିରଗୁନ୍ (୪୦) ଏବଂ ଲାଠୋର ଥାନା ପିପଲବାହାଲ୍ ଗ୍ରାମର ଇନ୍ଦ୍ର ମେହେର (୩୦)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ।
Read More...

ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା କ୍ଲଷ୍ଟର ଅନ୍ତର୍ଗତ ତୁରେକେଲା ଆଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ପାର୍ଥବ ମହାନନ୍ଦଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ବିରଞ୍ଚି ନାରାୟଣ ଦାଶ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ମୁଖ୍ୟ
Read More...

ଲେଖକ ଦେଖା କାର୍ଯ୍ୟକ୍ରମ ଆୟୋଜିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କଣ୍ଟାବାଞ୍ଜି କେ. ଭି ମହାବିଦ୍ୟାଳୟର ସ୍ନାତକୋତ୍ତର ଓଡ଼ିଆ ବିଭାଗ ପକ୍ଷରୁ ବଲାଙ୍ଗିର ଠାରେ ଏକ ଲେଖକ ଦେଖା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ସ୍ନାତ୍ତକୋତ୍ତର ଓଡ଼ିଆ ବିଭାଗ ମୁଖ୍ୟ ଡ. ସଞ୍ଜୟ କୁମାର ମିଶ୍ରଙ୍କ ନେତୃତ୍ୱରେ ଛାତ୍ରଛାତ୍ରୀମାନେ କବି
Read More...

ତୁରେକେଲା କ୍ଲଷ୍ଟରରେ ଉତ୍କଳ ମଣି ଜୟନ୍ତୀ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ବୁଡିବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଉତ୍କଳ ମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ଆୟୋଜିତ ସଭାରେ
Read More...