Browsing Tag

kantabanji news

ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ଓଡିଶା ପାଠ୍ୟକ୍ରମ ରୂପରେଖ ୨୦୨୫ ଓ ନୂତନ ପାଠ୍ୟ ପୁସ୍ତକ ସଞ୍ଚାଳନ ନିମନ୍ତେ ପଞ୍ଚ ଦିବସୀୟ ବ୍ଳକ ସ୍ତରୀୟ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ପାଇଁ ଦିଗଦର୍ଶନ ଉପରେ ଆଧାରିତ ପ୍ରବୋଧନ ତାଲିମ କାର୍ଯ୍ୟକ୍ରମ ଆଜି ଉଦଯାପିତ ହୋଇଯାଇଛି । ତାଲିମ କାର୍ଯ୍ୟକ୍ରମଟି…
Read More...

କଣ୍ଟାବାଞ୍ଜିରେ ନିଖିଳ ଉତ୍କଳ ଶୁଣ୍ଢି ସମାଜର ସାଧାରଣ ବୈଠକ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଓମକାର ମଲ ଠାରେ ନିଖିଲ ଉତ୍କଳ ବଲାଙ୍ଗିର ଜିଲ୍ଲା ଶୁଣ୍ଢୀ ସମାଜର ସାଧାରଣ ବୈଠକ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବଙ୍ଗୋମୁଣ୍ଡାର ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଉଦ୍ଧବ ବେହେରାଙ୍କ ନେତୃତ୍ୱରେ ସଭା…
Read More...

ସେମଲା ସେବାଶ୍ରମରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଅନ୍ତର୍ଗତ ସେମଲା ସେବାଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭ୍ରମରବର ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ…
Read More...

ପଖନମୁଣ୍ଡାରେ ସାଧାରଣତନ୍ତ୍ର ଦିବସ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଳକ ଅନ୍ତର୍ଗତ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭୭ତମ ସାଧାରଣ ତନ୍ତ୍ର ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହରିଶଙ୍କର ସାହୁଙ୍କ ତତ୍ତ୍ୱାବଧାନରେ ବିଦ୍ୟାଳୟ ପ୍ରାଙ୍ଗଣରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି…
Read More...

କଣ୍ଟାବାଞ୍ଜିରେ ସମ୍ବାଦ ଆମ ଓଡ଼ିଶା ରକ୍ତଦାନ ଶିବିର

-ଜଣେ ଯୁବତୀ ସହ ୨୦ଜଣ ରକ୍ତଦାନ କଲେ କଣ୍ଟାବାଞ୍ଜି, (ପିତାମ୍ବର ଦୀପ) : ତୁରେକେଲା କଣ୍ଟାବାଞ୍ଜି ଶ୍ରୀହରି ଭବନ ଠାରେ ରବିବାର ସମ୍ବାଦ ଆମ ଓଡ଼ିଶା ଓ କଣ୍ଟାବାଞ୍ଜି ମାଟିର ମହୋତ୍ସବ କମିଟିର ମିଳିତ ଆନୁକୂଲ୍ୟରେ ଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ…
Read More...

ବୀର ସୁରେନ୍ଦ୍ର ସାଏ ଓ ସୁବାଷ ବୋଷଙ୍କ ଜୟନ୍ତୀ ପାଳିତ

କଣ୍ଟାବାଞ୍ଜି, (ପିତାମ୍ବର ଦୀପ) : କଣ୍ଟାବାଞ୍ଜି ମାଟିର ମହୋତ୍ସବ କମିଟି ପକ୍ଷରୁ ଶୁକ୍ରବାର ସନ୍ଧ୍ୟା ୮ଟାରେ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁବାଷ ବୋଷଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ସ୍ଥାନୀୟ କାର୍ଯ୍ୟାଳୟ ଠାରେ ଦୁଇ ବୀରପୁତ୍ରଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଧୂପଦୀପ…
Read More...

ପଖନମୁଣ୍ଡା ବିଦ୍ୟାଳୟରେ ଜୟନ୍ତୀ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଲକ ଅନ୍ତର୍ଗତ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନେତାଜୀ ସୁବାସ ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହରିଶଙ୍କର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଧନସିଂ ମାଝୀ, ସିଆରସିସି, ମାନ୍ଦଲା,…
Read More...

ମଞ୍ଚ ପ୍ରତିଷ୍ଠା ଦିବସରେ ବିକାଶ ଓ ଜାଗୃତି ଶାଖା କଣ୍ଟାବାଞ୍ଜି ପକ୍ଷରୁ ମହାଭୋଗର ଆୟୋଜନ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ଅଖିଳ ଭାରତୀୟ ମାରୱାଡ଼ି ଯୁବା ମଞ୍ଚର ୪୨ତମ ସ୍ଥାପନା ଦିବସ ଅବସରରେ ମାରୱାଡ଼ି ଯୁବା ମଞ୍ଚ ବିକାଶ ଶାଖା ଓ ଜାଗୃତି ଶାଖା କଣ୍ଟାବାଞ୍ଜି ପକ୍ଷରୁ ସଂଯୁକ୍ତ ଭାବେ ଏକ ସେବାମୂଳକ କାର୍ଯ୍ୟକ୍ରମ ଆୟୋଜିତ କରାଯାଇଥିଲା । ଏହି ଅବସରରେ ସହରର ମେନ୍‌ରୋଡ଼ ସ୍ଥିତ…
Read More...

ତୁରେକେଲା ବ୍ଲକ ସ୍ତରୀୟ ବନ୍ଦେ ମାତରମ କାର୍ଯ୍ୟକ୍ରମ ଅନୁଷ୍ଠିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡିଶା ସରକାରଙ୍କ ପକ୍ଷରୁ ତୁରେକେଲା ଗୋଷ୍ଠୀ ଉନ୍ନୟନ କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ବନ୍ଦେ ମାତରମ ରାଷ୍ଟ୍ରୀୟ ଗୀତର ୧୫୦ତମ ବର୍ଷ ପୂର୍ତ୍ତି ଅବସରରେ ମହା ଆଡମ୍ବରରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।…
Read More...

ପଖନମୁଣ୍ଡାରେ ବହ୍ନିକନ୍ୟା ପାର୍ବତୀ ଗିରି ଜୟନ୍ତୀ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଳକ ଅନ୍ତର୍ଗତ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଶିକ୍ଷକ ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ପ୍ରାର୍ଥନା ସଭାରେ ଶ୍ରୀ ଦାଶ ସମାଜସେବୀ ପାର୍ବତୀ ଗିରିଙ୍କ ଏକଶତ…
Read More...