ତୁରେକେଲା ବ୍ଲକ କାର୍ଯ୍ୟାଳୟରେ ନବନିର୍ବାଚିତ ବିଧାୟକଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା
କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ କାର୍ଯ୍ୟାଳୟରେ ସୋମବାର ଦିନ କଣ୍ଟାବାଞ୍ଜି ନବନିର୍ବାଚିତ ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ସମ୍ବର୍ଦ୍ଧନା ସଭାରେ ତୁରେକେଲା ବ୍ଲକ ବି. ଡି. ଓ. ଶଙ୍କର୍ଷଣ ବେହେରା, ଅଧ୍ୟକ୍ଷା!-->…
Read More...
Read More...