କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ସମସ୍ତ ଡାକ୍ତରଙ୍କ ସହ ଆଲୋଚନା କଲେ କଣ୍ଟାବାଞ୍ଜି ବିଧାୟକ ଶ୍ରୀ ବାଗ
କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ମଙ୍ଗଳବାର ଦିନ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ନିର୍ବାଚନ ମଣ୍ଡଳୀରେ ଥିବା ଡାକ୍ତରଖାନାର ଡାକ୍ତର ମାନଙ୍କ ସହ ଏକ ବୈଠକ କରିଛନ୍ତି । ଏହି ବୈଠକରେ ବଙ୍ଗୋମୁଣ୍ଡା, ମୁରିବାହାଲ,!-->…
Read More...
Read More...