ବେଆଇନ ଦାଦନ ଚାଲାଣ : ସର୍ଦ୍ଦାର ଅଟକ
କଣ୍ଟାବାଞ୍ଜି, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହର ଦାଦନ ଚାଲାଣର ହବ ପାଲଟିଛି । ଦାଦନ ଋତୁ ଆରମ୍ଭ ପୂର୍ବରୁ ଦାଦନ ଦଲାଲ ମାନେ ବିଭିନ୍ନ ଗାଁ ଗଣ୍ଡାକୁ ଯାଇ ଟଙ୍କା ବଇନା ଦେଇ କରୁଛନ୍ତି ଦାଦନ ଚାଲାଣ । ଗାଁରେ କାମଧନ୍ଦା ନପାଇ ଗରିବ ଲୋକେ ହେଉଛନ୍ତି ଦାଦନ ଚାଲାଣ ।!-->…
Read More...
Read More...