ମୁକୁନ୍ଦିଲାଲ ଅଗ୍ରୱାଲ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ
କଣ୍ଟାବାଞ୍ଜି, (ଗୁରୁଦୟାଳ ହଂସ) : ବୁଧବାର ଦିନ ମୁକୁନ୍ଦିଲାଲ ଅଗ୍ରୱାଲ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆନ୍ତର୍ଜାତିକ ମହିଳା ଦିବସ ପାଳନ କରାଯାଇଛି । ଉକ୍ତ ଉତ୍ସବରେ କଣ୍ଟାବାଞ୍ଜିର ସାହିତ୍ୟିକ, ସଂଗଠକ ତଥା ସମାଜସେବୀ ଶ୍ରୀମତୀ ସ୍ମିତା ଜୈନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ସେ!-->…
Read More...
Read More...