ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ସଚେତନତା କର୍ମଶାଳା ଅନୁଷ୍ଠିତ
କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଂଟାବାଂଜି ସିଭିଲ କୋର୍ଟ ପରିସରରେ ଗୁରୁବାର ଅପରାହ୍ନ(ସନ୍ଧ୍ୟା ୫ଟା)ରେ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳାଟି କଂଟାବାଂଜି ତାଲୁକ ଆଇନ ସେବା କମିଟି ଦ୍ୱାରା ଆୟୋଜିତ ହୋଇଥିଲା ।!-->…
Read More...
Read More...