କଣ୍ଟାବାଞ୍ଜି ଏମ୍ଏଲ୍ଏ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବ ଓଡ଼ିଶା, ନବୀନ ଓଡ଼ିଶା ଉଦ୍ଯାପିତ
କଣ୍ଟାବାଞ୍ଜି, (ଗୁରୁ ଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜିସ୍ଥିତ ମୁକୁନ୍ଦିଲାଲ ଅଗ୍ରୱାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କଣ୍ଟାବାଞ୍ଜି ପରିସରରେ ଚାରି ସପ୍ତାହ ବ୍ୟାପୀ ହୋଇଥିବା ନୂଆ-ଓ, ଯୁବ ଓଡିଶାର ଉଦ୍ଯାପନୀ ତଥା ପୁରସ୍କାର ବିତରଣ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି!-->…
Read More...
Read More...