ଶିକ୍ଷକ ପରମେଶ୍ୱର ଖମାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା
କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ବାହାବଲ ଆଞ୍ଚଳିକ ସାଧନକେନ୍ଦ୍ରର ଗଭରା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପରମେଶ୍ୱର ଖମାରୀ(୬୦)ଙ୍କ ଅବସରରେ ଗଭରା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ, ଶିକ୍ଷୟିତ୍ରୀ ମାନଙ୍କ ତରଫରୁ ବିଦାୟକାଳୀନ!-->…
Read More...
Read More...