ରାଜେନ୍ଦ୍ର ନଗର ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ
କଣ୍ଟାବାଞ୍ଜି, (କେପିଏନ୍ଏସ୍) : କଣ୍ଟାବାଞ୍ଜି ଏନଏସି ଅନ୍ତର୍ଗତ ରାଜେନ୍ଦ୍ର ନଗର ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ମହା ଧୂମଧାମରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ସବିତା ରଣାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଶିଶୁ ସାହିତ୍ୟିକ ବିରଞ୍ଚି ନାରାୟଣ ଦାଶ ମୁଖ୍ୟ!-->…
Read More...
Read More...