କଣ୍ଟାବାଞ୍ଜି ଡ୍ରାଇଭର ସଂଘ ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଷ୍ଟିୟରିଂ ଛାଡ ଆନ୍ଦୋଳନ
କଣ୍ଟାବାଞ୍ଜି, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରର ଇନ୍ଦିରା ଛକ ଓ ବିଭିନ୍ନ ଛକ ସ୍ଥାନରେ କଣ୍ଟାବାଞ୍ଜି ଡ୍ରାଇଭର ସଂଘ ୧୦ ଦଫା ଦାବୀ ନେଇ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଷ୍ଟିୟରିଂ ଛାଡ ଆନ୍ଦୋଳନ ଜାରି ରଖିଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୧୦!-->…
Read More...
Read More...