ଗଇଁତାପଡା ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ
କଣ୍ଟାବାଞ୍ଜି, (କେପିଏନ୍ଏସ୍) : ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ଗଇଁତାପଡା ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଧୁମଧାମରେ ପାଳିତ ହୋଇଯାଇଛି । ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ତୁରେକେଲା ସରପଞ୍ଚ!-->…
Read More...
Read More...