ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ କଲେଜ ପରିସରରେ ବୃକ୍ଷ ରୋପଣ
କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଂଟାବାଂଜିସ୍ଥିତ ମହିଳା ଡିଗ୍ରୀ ମହାବିଦ୍ୟଳୟ ପରିସରରେ ବୁଧବାର ଦିନ ବୃକ୍ଷ ରୋପଣ କରାଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ମହାବିଦ୍ୟାଳୟର ରାଜନୀତି ଅଧ୍ୟାପକ ତଥା ଯୁବ!-->…
Read More...
Read More...