Browsing Tag

kantabanji news

ସଜାଗତା ସଚେତନତା ସପ୍ତାହ ଓ ଜାତୀୟ ଏକତା ଦିବସ ପାଳିତ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ ତୁରେକେଲା କ୍ଳଷ୍ଟର ଅଧିନସ୍ଥ ଲର୍କି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସଜାଗତା ସଚେତନତା ସପ୍ତାହ ଓ ଜାତୀୟ ଏକତା ଦିବସ ପାଳିତ ହୋଇଯାଇଛି । ତୁରେକେଲା କ୍ଳଷ୍ଟରର ସଂଯୋଜକ ବିରଂଚି ନାରାୟଣ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ
Read More...

ଦାଦନ ଶ୍ରମିକ ଚାଲାଣ ଉପରେ ସଚେତନତା ସଭା

କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ଥାନାର ଉପାନ୍ତ ମାଓ ପ୍ରବଣ ଅଂଚଳ ଢୋଲମାନ୍ଦଲ ପଂଚାୟତ କାର୍ଯ୍ୟାଳୟ ପରିସରରେ ଦାଦନ ଶ୍ରମିକ ଚାଲାଣ ରୋକିବା ନେଇ ଏକ ସଚେତନତା ଶିବିର ସୋମବାର ଦିନ ହୋଇଯାଇଛି । ତୁରେକେଲା ଥାନା ଆମ ପୋଲିସ ସମିତି ଓ ଏଡ-ଏଟ-ଏକ୍ସନ ସ୍ୱେଛାସେବୀ
Read More...

ବିଦ୍ୟୁତ୍‌ ସଟ୍‌ସର୍କିଟ୍‌ରୁ ଗଦି ଗୋଦାମରେ ଲାଗିଲା ନିଆଁ : ଲକ୍ଷାଧିକ ଟଙ୍କାର କପା ଓ ଗଦି ନଷ୍ଟ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ରୋଡ ନମ୍ବର ୩ରେ ଥିବା ଏକ ଗଦି ଗୋଦାମରେ ଗତକାଲି ଭୟାବହ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ, ଗତକାଲି ଅପରାହ୍ନ ୪ଟା ସମୟରେ ସହରର ୩ ନମ୍ବର ରୋଡ ସ୍ଥିତ ବଜରଙ୍ଗ ଜୈନଙ୍କ ଗଦି ଗୋଦାମରେ ବିଦ୍ୟୁତ
Read More...

ପଖନମୁଣ୍ଡା ବିଦ୍ୟାଳୟରେ ଶିକ୍ଷାମିତ୍ରଙ୍କ ସମୀକ୍ଷା ବୈଠକ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆମେରିକାନ ଇଣ୍ଡିଆ ଫାଉଣ୍ଡେସନ ଦ୍ଵାରା ପରିଚାଳିତ ଲେମ୍ପ ପରିବର୍ତ୍ତନ ପ୍ରକଳ୍ପ ଦ୍ଵାରା ନିୟୋଜିତ ଶିକ୍ଷାମିତ୍ରଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ସଂଯୋଜକ ବିଜୁଦାସ
Read More...

ତୁରେକେଲାରେ ଗିରି ଗୋବର୍ଦ୍ଧନ ପୂଜା ଅନୁଷ୍ଠିତ

କଣ୍ଟାବାଞ୍ଜି, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ଗ୍ରାମର ନୂଆପଡା ସ୍ଥିତ ଖେଳପଡିଆ ପାଖରେ ଗିରି ଗୋବର୍ଦ୍ଧନ ପୂଜା ଧୁମ୍‌ଧାମ୍‌ରେ ପାଳିତ ହୋଇଯାଇଛି । ତିନିଦିନ ଧରି ଚାଲିଥିବା ଏହି ପୂଜାରେ ପ୍ରତିଦିନ ଅନ୍ନପ୍ରସାଦ ଭକ୍ତମାନଙ୍କୁ ଦେବା ସହିତ ପ୍ରତିସଂନ୍ଧ୍ୟାରେ ଦଣ୍ଡନୃତ୍ୟ,
Read More...

ପଖନମୁଣ୍ଡା ବିଦ୍ୟାଳୟରେ ଦୀପାବଳୀ ଉତ୍ସବ ପାଳିତ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ ମାନ୍ଦଲା କ୍ଳଷ୍ଟର ଅଧିନସ୍ଥ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୀପାବଳୀ ଉତ୍ସବ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ବିରଂଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି କୈବଲ୍ୟ ମାଝୀଙ୍କ
Read More...

ଯାଦବ ସମାଜର ଶ୍ରୀ ଶ୍ରୀ ଗିରି ଗୋବର୍ଦ୍ଧନ ଓ କରଣ ସମାଜର ଚିତ୍ରଗୁପ୍ତ ପୂଜା ଉଦ୍‌ଯାପିତ

କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଂଟାବାଂଜି ବିଧାନ ସଭା ନିର୍ବଚାନ ମଣ୍ଡଳୀର କଂଟାବାଂଜି ଏନ୍‌ଏସି ଓ ତୁରେକେଲା, ବଙ୍ଗୋମୁଣ୍ଡା ଏବଂ ମୁରିବାହାଲ ବ୍ଲକର ବିଭିନ୍ନ ଗ୍ରାମରେ ଯାଦବ ସମାଜ ଦ୍ୱାରା ଦୁଇ ଦିନିଆ ଗିରି ଗୋବର୍ଦ୍ଧନ ପୂଜା ଅନୁଷ୍ଠିତ ହୋଇ ଗୁରୁବାର ଦିନ
Read More...

ତୁରେକେଲା ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁରେନ୍ଦ୍ର କୁମାର ପୁରୋହିତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ଜଳନ୍ଧର ମହାକୁଡ,
Read More...

ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କଣ୍ଟାବାଞ୍ଜି ଡଷ୍ଟବିନ୍‌ରୁ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର କରିଛି କଣ୍ଟାବାଞ୍ଜି…

କଣ୍ଟାବାଞ୍ଜି, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ସଫେଇ କର୍ମଚାରୀ ସଫେଇ କରୁଥିବା ବେଳେ ଡଷ୍ଟବିନ୍‌ରୁ ନବଜାତ ଶିଶୁ କନ୍ୟାର ମୃତଦେହ ମିଳିଥିବା ସୂଚନା ମିଳିଛି । ଖବର ପାଇ ଘଟଣା ସ୍ଥଳରେ କଣ୍ଟାବାଞ୍ଜି ପୋଲିସ ପହଞ୍ଚି ନବଜାତ ଶିଶୁ କନ୍ୟାର
Read More...

ବେହେରାମୁଣ୍ଡାରେ ମହୁ ଚାଷ ତାଲିମ ଶିବିର

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ସ୍ଥାନୀୟ ସ୍ୱେଚ୍ଛାସେବୀ ସଂଗଠନ ସଂଯୋଗ ଓ ନାବାର୍ଡର ସହଯୋଗରେ ବେହେରାମୁଣ୍ଡା ଗାଁରେ ଭୂମିହୀନ ଶ୍ରମିକଙ୍କୁ ନେଇ ଏକ ଦିନିକିଆ ମହୁଚାଷ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ନାବାର୍ଡ ସହାୟତାରେ ଏହି ବ୍ଲକର ୩୧ଜଣ ଭୂମିହୀନ ଚାଷୀଙ୍କୁ ନେଇ ବାଡି ଯୋଜନାରେ
Read More...