ପଖନମୁଣ୍ଡା ବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳିତ
କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ ମାନ୍ଦଲା କ୍ଲଷ୍ଟରର ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ ଆରମ୍ଭ ହୋଇଯାଇଛି । ସାରା ଭାରତ ବର୍ଷରେ ଅମୃତ ମହୋତ୍ସବ ଚାଲିଛି ତେଣୁ ଏହି ପରିପ୍ରେକ୍ଷୀରେ ଆଜି ବିଦ୍ୟାଳୟରେ ପବିତ୍ର ଗୁରୁଦିବସ ପାଳିତ!-->…
Read More...
Read More...