ବିଡିସିସି ବ୍ୟାଙ୍କ କଣ୍ଟାବାଞ୍ଜି ଶାଖାଦ୍ୱାରା ଆର୍ଥିକ ସାକ୍ଷରତା ସଚେତନତା ଶିବିର
କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ସମବାୟ ସମିତି ଲିଃ ତୁରେକେଲା ଶାଖା ପରିସରରେ ନାବାର୍ଡ ସହାୟତାରେ ଆର୍ଥିକ ସ୍ୱାକ୍ଷରତା ସଚେତନତା ଶିବିର ଶନିବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଏହା ନାବାର୍ଡ ସହାୟାତରେ ଅନୁଷ୍ଠିତ ହୋଇଥିଲା । ବଲାଙ୍ଗିର ଜିଲ୍ଲା!-->…
Read More...
Read More...