ଆନ୍ତର୍ଜାତୀୟ ଶିଶୁ ଦିବସ ପାଳିତ
କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତର ମାଝୀପଡା ପ୍ରାଥମିକ ବିଦ୍ୟାଳୟରେ ଆନ୍ତର୍ଜାତୀୟ ଶିଶୁ ଦିବସ ପାଳିତ ହୋଇଯାଇଛି । ଚଳିତ ବର୍ଷର ବିଷୟ ବସ୍ତୁ ପ୍ରତ୍ୟେକ ଶିଶୁକୁ ଉଜ୍ଜ୍ଵଳ ଭବିଷ୍ୟତ ଦେବା ଲକ୍ଷ୍ୟରେ ଅନୁଷ୍ଠିତ ସଭାରେ ପ୍ରଧାନ ଶିକ୍ଷକ!-->…
Read More...
Read More...