ଅଲଣ୍ଡା ଚୌଦ୍ୱାର ମହିମା ଆଶ୍ରମରେ ବୃକ୍ଷ ରୋପଣ ଓ ପରିବେଶ ସଚେତନତା କାର୍ଯ୍ୟକ୍ରମ
କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଅଲଣ୍ଡା ଗ୍ରାମସ୍ଥିତ ଚୌଦ୍ୱାର ମହିମା ଆଶ୍ରମରେ ବୃକ୍ଷ ରୋପଣ ସହ ସଚେତନତା କାର୍ଯ୍ୟକ୍ରମ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି । ସମାଜସେବୀ ତଥା ପରିବେଶ ପ୍ରେମୀ ସାଇପ୍ରସାଦ ସାହୁଙ୍କ ନେତୃତ୍ୱରେ ଆଶ୍ରମ!-->…
Read More...
Read More...