ପଖନମୁଣ୍ଡା ବିଦ୍ୟାଳୟରେ ପରିଚାଳନା କମିଟିର ବୈଠକ
କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ କମେଇମୁଣ୍ଡା ପଞ୍ଚାୟତର ମାନ୍ଦଲା କ୍ଲଷ୍ଟରର ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପରିଚାଳନା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । କମିଟିର ସଭାପତି କୈବଲ ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସରପଂଚ ଶ୍ରୀମତି,!-->…
Read More...
Read More...