ରେଳଧାରଣାରୁ ଦୁଇ ମୃତଦେହ ଉଦ୍ଧାର
କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ସାଲେପଡ଼ା ରେଳଧାରଣାରୁ ଜଣେ ମହିଳା ଏବଂ ଜଣେ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ଜିଆରପି ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଛି ।!-->…
Read More...
Read More...