ମର୍ମନ୍ତୁଦ ସଡକ ଦୁର୍ଘଟଣା, ୧ ମୃତ
କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ବଙ୍ଗୋମୁଣ୍ଡା ଥାନା ଦନ୍ଦରା ଗାଁ ନିକଟ ବୁଲାଣି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ ଗୋଟିଏ ବାଇକ୍କୁ ଏକ ଟ୍ରକ ପଛପଟଚ ଧକ୍କ୍କା ଦେବା ଫଳରେ ଦୁର୍ଘଟଣା ଘଟିଥିଲା । ଘଟଣାସ୍ଥଳରେ ଜଣକ ମୃତ୍ୟୁ ଘଟିଥିବା ବେଳେ!-->…
Read More...
Read More...