ଅଖିଳ ଭାରତୀୟ ସାହିତ୍ୟ ପରିଷଦ ବଲାଙ୍ଗିର ଶାଖାର କର୍ମକର୍ତ୍ତା ଚୟନ ଅନୁଷ୍ଠିତ
କଣ୍ଟାବାଞ୍ଜି, (କୈଳାସ ସଗ୍ରିଆ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ ବଲାଙ୍ଗିର ଶାଖାର ଆଭାସୀ ମାଧ୍ୟମରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଓଡିଶା ପ୍ରାନ୍ତର ସଭାପତି ଡ.ରଘୁନାଥ ପଣ୍ଡା ଓ ପ୍ରାନ୍ତ ସଂଗଠନ ସମ୍ପାଦକ ନାରାୟଣ ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ନାଟ୍ୟଭୁଷଣ ଜଗଦାନନ୍ଦ!-->…
Read More...
Read More...