Browsing Tag

kantabanji news

ଧାମନଡଙ୍ଗା ଗାଁ ବୁଲାଣି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ୨ ଜଣଙ୍କ ଜୀବନ

କଣ୍ଟାବାଂଜି, (ମନୀଷ କୁମାର ହଂସ) : ଧାମନଡଙ୍ଗା ଗାଁ ବୁଲାଣି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ପ୍ରାଣହାନୀ ହୋଇଥିବା ନେଇ ଖବର ମିଳିଛି । ବାଇକ ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଥିବା ବେଳେ ଏଥିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ଦୁହେଁ ହେଲେ କଣ୍ଟାବାଞ୍ଜି
Read More...

କଂଟାବାଂଜି ଅବକାରୀ ବିଭାଗ ଦ୍ୱାରା ୨୫ କେ.ଜି. ଗଂଜେଇ ଜବତ ସହ ଜଣେ କୋର୍ଟ ଚାଲାଣ

କଂଟାବାଂଜି, (ମନିଶ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ସିନ୍ଧେକେଲା ଥାନା ତଥା କଂଟାବାଂଜି ଅବକାରୀ ରେଂଜ ଓ ବଙ୍ଗୋମୁଣ୍ଡା ଅବକାରୀ ଥାନା ଅନ୍ତର୍ଗତ ଭୁଷଲାଡ ଗ୍ରାମରୁ ଜଣେ ଗଂଜେଇ ବେପାରୀଙ୍କୁ ଅବକାରୀ ବିଭାଗ ଗିରଫ କରି ଗଂଜେଇ ଜବତ କରିଛି । ମିଳିଥିବା ସୂଚନା ଅନୁସାରେ କଂଟାବାଂଜି,
Read More...

କଣ୍ଟାବାଞ୍ଜି ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍‌ଡେ଼ାର ଷ୍ଟାଡ଼ିୟମର ଭୂମିପୂଜନ

କଣ୍ଟାବାଞ୍ଜି, (ମନୀଷ କୁମାର ହଂସ) : କଣ୍ଟାବାଞ୍ଜି ବାଳିକା ହାଇସ୍କୁଲ ପଛପଟେ ନିର୍ମାଣ ହେବାକୁ ଥିବା ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍‌ଡେ଼ାର ଷ୍ଟାଡ଼ିୟମର ରବିବାର ଭୂମିପୂଜା କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ଡିସେମ୍ବର ୧୬ ତାରିଖ ଦିନ ଭର୍ବୁଆଲ ମୋଡ଼୍‌ରେ ଏହାର
Read More...

କଣ୍ଟାବାଞ୍ଜି ମହିଳା ଡିଗ୍ରୀ କଲେଜରେ ଆଲୋଚନାଚକ୍ର ଅନୁଷ୍ଠିତ

କଣ୍ଟାବାଞ୍ଜି, (ମନୀଷ କୁମାର ହଂସ) : କଣ୍ଟାବାଞ୍ଜି ମହିଳା ଡିଗ୍ରୀ କଲେଜ ପରିସରରେ ‘ଅର୍ଥନୈତିକ ଭବିଷ୍ୟତ ଓ କୋଭିଡ-୧୯’ ଶୀର୍ଷକ ଉପରେ ଏକ ଜାତୀୟ ଆଭାସୀ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଗୌତମ ମହାନ୍ତିଙ୍କ ଅଧ୍ୟକ୍ଷତା ଓ ଅଧ୍ୟାପକ ପ୍ରିୟବତ ଦେହୁରୀଙ୍କ ସଂଯୋଜନାରେ ଅନୁଷ୍ଠିତ
Read More...

ସ୍ୱାଧୀନତା ପରବତ୍ତୀ ଓଡ଼ିଆ କବିତାର ଧରା ଓ ଧାରା ଶୀର୍ଷକରେ ସମ୍ପାନ ଆୟୋଜିତ

କଣ୍ଟାବାଞ୍ଜି, (ମନୀଷ କୁମାର ହଂସ) : ସ୍ୱାଧୀନତା ପରବତ୍ତୀ ଓଡ଼ିଆ କବିତାର ଧରା ଓ ଧାରା ଶୀର୍ଷକରେ କଣ୍ଟାବାଞ୍ଜି ଡିଗ୍ରୀ କଲେଜର ସ୍ନାତକୋତ୍ତର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ଏକ ସମ୍ପାନ ଆୟୋଜିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ କଲେଜ ଅଧକ୍ଷ ସତ୍ୟବ୍ରତ ମିଶ୍ର ଯୋଗ
Read More...

ତୁରେକେଲା ବ୍ଲକ ଘେରାଓ କଲେ ଆଦିବାସୀ ସଂଘ

ତ୍ରୀସ୍ତରୀୟ ପଂଚାୟତ ନିର୍ବାଚନୀରେ ଆଦିବାସୀଙ୍କୁ ସରପଂଚ, ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ପଦବୀରେ ସଂରକ୍ଷଣ ନ ଦେବା ପ୍ରତିବାଦରେ ବିକ୍ଷୋଭ କଂଟାବାଂଜି, (ମନିଷ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ କାର୍ଯ୍ୟାଳୟକୁ ଶନିବାର ଦିନ ତୁରେକେଲା ବ୍ଲକ ଆଦିବାସୀ ସଂଘ ତରଫରୁ
Read More...

ପଶ୍ଚିମ ଓଡିଶା ବିକାଶ ପରିଷଦ ପାଣ୍ଠିରୁ ଥାନା ପରିସରରେ ଅଭ୍ୟର୍ଥନା ଗୃହ ବିଧାୟକଙ୍କ ଦ୍ୱାରା ଉଦ୍‌ଘାଟିତ

କଂଟାବାଂଜ, (ମନିଷ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଂଟାବାଂଜି ଥାନା ପରିସରରେ ଆଜି କଂଟାବାଂଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ କର କମଳରେ ଅଭ୍ୟର୍ଥନା ଗୃହ ଉଦଘାଟିତ ହୋଇଯାଇଛି । ପଶ୍ଚିମ ଓଡିଶା ବିକାଶ ପରିଷଦ ଅନୁଦାନରୁ ମିଳିଥିବା ପାଂଚ ଲକ୍ଷ ଟଙ୍କା ବ୍ୟୟରେ ଏହା ନିର୍ମାଣ ହୋଇଛି ।
Read More...

ତୁରେକେଲା ବ୍ଲକ ଘେରାଓ ପାଇଁ ଆଦିବାସୀ ସଂଘର ପ୍ରସ୍ତୁତି ବୈଠକ : ତ୍ରିସ୍ତରୀୟ ପଂଚାୟତ ନିର୍ବାଚନରେ ତୁରେକେଲା ବ୍ଲକ…

କଂଟାବାଂଜି, (ମନିଶ କୁମାର ହଂସ) : ଆସନ୍ତା ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ-୨୦୨୨ରେ ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକର ୧୯ ଗୋଟି ପଂଚାୟତରେ ଆଦିବାସୀ ମାନଙ୍କ ପାଇଁ ସଂରକ୍ଷଣରେ ଉପେକ୍ଷା କରାଯିବା ସହ କେତେକ ପଂଚାୟତରେ ସଂପୂର୍ଣ୍ଣ ବାଦ ଦିଆଯାଇଥିବାରୁ ତୁରେକେଲା ବ୍ଲକ ଆଦିବାସୀ ସଂଘ
Read More...

ଆହ୍ଲାବାଦ ବ୍ୟାଙ୍କ ନିକଟରେ ଦୁର୍ଘଟଣା

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ନବ ବର୍ଷର ଦ୍ବିତୀୟ ଦିନ ସନ୍ଧ୍ୟା ସମୟରେ ଚଟୁଅନକାସ୍ଥିତ ଆହ୍ଲାବାଦ ବ୍ୟାଙ୍କ ନିକଟରେ ଏକ ସଡକ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ସୂଚନା ଅନୁସାରେ ଦୁଇଟି ବାଇକ ମୁହାଁମୁହିଁ ହେବା ଫଳରେ ଚଟୁଅନକା ଗ୍ରାମର ଯୁଗୀ ପୁଟେଲ ଆହତ ହୋଇଥିଲେ । ଘଟଣା ସ୍ଥଳରେ
Read More...

ନବବର୍ଷରେ ଦୁର୍ଘଟଣାଗ୍ରସ୍ତଙ୍କୁ ଉଦ୍ଧାର କଲେ ରକ୍ଷକ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ନବବର୍ଷକୁ ସ୍ୱାଗତ କରିବାରେ ଜନସାଧାରଣ ମସ୍‌ଗୁଲ୍‌ ଥିବା ବେଳେ ତୁରେକେଲା ଠାରେ ଏକ ସଡକ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ସୂଚନା ଅନୁସାରେ ତୁରେକେଲା ଶେଷ ମୁଣ୍ଡରେ ଥିବା ତାରିଣୀ ମନ୍ଦିର ମୋଡରେ ଦୁଇଟି ମୋଟର ସାଇକଲ ମୁହାଁମୁହିଁ ହେବା ଫଳରେ
Read More...