ପ୍ରାଧ୍ୟାପିକା ସତୀରେଖାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା
କଣ୍ଟାବାଞ୍ଜି, (ମନୀଷ କୁମାର ହଂସ) : କଣ୍ଟାବାଞ୍ଜି କେଭି କଲେଜର ପ୍ରଧ୍ୟାପିକା ସତୀରେଖା ମାଝୀ ଗତ ମେ ୩୧ ତାରିଖରେ ଚାକିରୀରୁ ଅବସର ଗ୍ରହଣ କରିଥିଲେ । ଏହି ଅବସରରେ ଏକ ଅବସରକଳୀନ ସମ୍ବର୍ଦ୍ଧନା ସଭା କଲେଜ ଅଧ୍ୟକ୍ଷ ସତ୍ୟବ୍ରତ ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ପ୍ରଧ୍ୟାପିକା!-->…
Read More...
Read More...