ନିର୍ଝରିଣୀ ଆନୁକୂଲ୍ୟରେ କରୋନା ସଚେତନତା ସଭା ଅନୁଷ୍ଠିତ
କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : କଣ୍ଟାବାଞ୍ଜିର ଅଗ୍ରଣୀ ସାରସ୍ଵତ ଅନୁଷ୍ଠାନ ନିର୍ଝରିଣୀ ଆନୁକୂଲ୍ୟରେ ଏକ କରୋନା ସଚେତନତା ସଭା ପଞ୍ଚବଟୀ ନିବାସ ଠାରେ ଅନୁଷ୍ଠିତ ହୋଇଯାଇଛି । ବର୍ତ୍ତମାନ କରୋନାର ଦ୍ବିତୀୟ ଲହରୀକୁ ନଜରରେ ରଖି ସାମାଜିକ ଦୂରତା, ମାସ୍କ ପରିଧାନ ଓ ସେନିଟାଇଜେସନ ସହିତ!-->…
Read More...
Read More...