ଜମି ବିବାଦକୁ ନେଇ ବୃଦ୍ଧାଙ୍କୁ ପଥରରେ ଛେଚି ହତ୍ୟା ଘଟଣାରେ ୩ ଗିରଫ
କରଞ୍ଜିଆ : ଜମି ବିବାଦକୁ ନେଇ ବୃଦ୍ଧାଙ୍କୁ ପଥରରେ ଛେଚି ହତ୍ୟା ଘଟଣାରେ ୩ ଜଣଙ୍କୁ ଗିରଫ କଲା ପୋଲିସ । ମୟୂରଭଞ୍ଜ ଜିଲ୍ଲା ଯଶୀପୁର ଥାନା ପୋଡ଼ାଗଡ଼ ଗାଁରେ ବୃଦ୍ଧାଙ୍କୁ ପଥରରେ ଛେଚି ହତ୍ୟା ଘଟଣାର ପର୍ଦ୍ଦାଫାସ କରିଛି । ଜମିଜମା ବିବାଦକୁ ନେଇ ବୃଦ୍ଧାଙ୍କୁ ହତ୍ୟା କରାଯାଇଥିଲା । ଏହି!-->…
Read More...
Read More...