Browsing Tag

karlamunda news

ଆପ ପକ୍ଷରୁ ନିର୍ବାଚନ ମଣ୍ଡଳୀସ୍ତରୀୟ ଜନ ସମାବେଶ

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଳକର ଉଦ୍ୟାନ ବଗିଚାଠାରେ ଆମ ଆଦମୀ ପାର୍ଟି ପକ୍ଷରୁ ଆଜି ୨୦୦ ୟୁନିଟ ଦେୟ ମୁକ୍ତ ବିଜୁଳି ଦାବୀରେ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି । କଳାହାଣ୍ଡି ଜିଲ୍ଲା ସଭାପତି ସତ୍ୟ ମାହାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମାବେଶରେ
Read More...

ବିବାହିତା ମହିଳାଙ୍କ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ବୋରପଦର ପଂଚାୟତର ତେଲିସରାବାହିଲି ଗ୍ରାମରେ ଆଜି ଜଣେ ବିବାହିତା ମହିଳା ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ତେବେ ମୃତକଙ୍କ ପରିବାର ଏହା ଆତ୍ମହତ୍ୟା ନୁହେଁ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ପୁଲିସରେ
Read More...

କର୍ଲାମୁଣ୍ଡା ବ୍ଲକ ପାଚିକା ସଂଘର ସମାବେଶ

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକସ୍ତରୀୟ ପାଚିକା ଓ ସହାୟିକା ସଂଘର ଏକ ସମାବେଶ ରିଷିଡା କଲେଜ ଛକଠାରେ ଅନୁଷ୍ଠିତ ହୋଇଯାଇଛି । ଇଣ୍ଡିଆନ ଜଷ୍ଟିସ ପାଟି ପକ୍ଷରୁ ଆୟୋଜିତ ଏହି ସମାବେଶରେ ଡମ୍ବରୁଧର କୁମୁରା ସଭାପତିତ୍ୱ କରିଥିବା ବେଳେ ରଥୁ ଭୋଇ ସଭା
Read More...

ରିଷିଡା ଶିଶୁ ମନ୍ଦିରରେ ମାତୃଭାଷା ଦିବସ ପାଳିତ

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : ରିଷିଡା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ମାତୃଭାଷା ଦିବସ ପାଳିତ ହୋଇଯାଇଛି । ଏଥିରେ ବ୍ଲକ ଅଧ୍ୟକ୍ଷା କୁନି ସାହୁ ମୁଖ୍ୟ ଅତିଥି, ରିଷିଡା ସମିତି ସଭ୍ୟ ନିମାଇଁ ଚରଣ ବେହେରା, ସମାଜସେବୀ ପ୍ରଦୀପ ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ
Read More...

ଜାତୀୟସ୍ତରୀୟ ଭାସ୍କର୍ଯ୍ୟ କଳା ପ୍ରତିଯୋଗିତାରେ ଓମ୍‌ପ୍ରକାଶଙ୍କ କୃତିତ୍ୱ

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : ଉତ୍ତରପ୍ରଦେଶର ଝାନ୍ସି ସ୍ଥିତ ମଣିକର୍ଣ୍ଣିକା ଆର୍ଟ ଗ୍ୟାଲେରି ପକ୍ଷରୁ ଆୟୋଜିତ ଜାତୀୟସ୍ତରୀୟ ଚିତ୍ର ଓ ଭାସ୍କର୍ଯ୍ୟ କଳା ପ୍ରତିଯୋଗିତାରେ କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଡଙ୍ଗରମୁଣ୍ଡା ଗ୍ରାମର ଯୁବ ବାଳୁକାଶିଳ୍ପୀ
Read More...

ବ୍ଲକ ଅନ୍ତର୍ନିବେଶୀ ଶିକ୍ଷାସାଧନ କେନ୍ଦ୍ର ଉଦ୍‌ଘାଟିତ

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଗୋଷ୍ଠୀ ଶିକ୍ଷା ବିଭାଗ କାର୍ଯ୍ୟାଳୟଠାରେ ଶନିବାର ବିଶ୍ୱ ଦିବ୍ୟାଙ୍ଗ ଦିବସ ଅବସରରେ ବ୍ଲକ ଅନ୍ତର୍ନିବେଶୀ ଶିକ୍ଷାସାଧନ କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ବିଡିଓ ସୁଚରିତା ମୁଗ୍ରୀ, ବିଇଓ ତପିମଣି ଜାନୀ,
Read More...

ମାଣ୍ଡିଆ ଚାଷୀଙ୍କୁ ନେଇ ବୈଠକ

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତ ପରମାନନ୍ଦପୁର ଠାରେ ମାଣ୍ଡିଆ ଚାଷୀମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ୱାୟସନର ମିଲେଟ ମିଶନ କଳାହାଣ୍ଡି ଜିଲ୍ଲା ଅତିରିକ୍ତ ଜିଲ୍ଲା କାର୍ଯ୍ୟକ୍ରମ ସଂଯୋଜିକା ପୂଜା
Read More...

ହିମାଚଳ ପ୍ରଦେଶର ହାଂପ୍ତା ପାସ ପାହାଡ଼ ଶିଖରରେ ତ୍ରିରଙ୍ଗା ପତାକା ଉଡ଼ାଇଲେ ଅଭିଜିତ

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : କଳିଙ୍ଗ ଡେୟାର ଡେଭିଲସ ଓ ଥିଲୋଫିଲିଆର ମିଳିତ ଆନୁକୂଲ୍ୟରେ ଚୟନ ହୋଇଥିବା ଓଡ଼ିଶାର ୨୪ ଜଣିଆ ପର୍ବତାରୋହୀ ଦଳ ସମୁଦ୍ରପତ୍ତନ ଠାରୁ ୧୪୦୬୫ ଫୁଟ ଉଚ୍ଚରେ ଥିବା ହିମାଚଳ ପ୍ରଦେଶର ହାଂପ୍ତା ପାସ ପର୍ବତ ଆରୋହଣ କରି ବରଫ ଝଡ଼କୁ ସାମନା କରି ମଧ୍ୟ ସେଠାରେ
Read More...

ରାମଲୀଳା କଳାକାର ସମ୍ୱର୍ଦ୍ଧନା ପାଇଁ ପ୍ରସ୍ତୁତି ବୈଠକ

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : ସଂସ୍କାର ଭାରତୀ ପକ୍ଷରୁ ରିଷିଡଠାରେ ରାମଲୀଲା କଳାକାରମାନଙ୍କୁ ସମ୍ବର୍ଦ୍ଧନା ଦେବା ପାଇଁ ଏକ ବିଶାଳ କଳାକାର ସମାବେଶ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଂସ୍କାର ଭାରତୀର ପଶ୍ଚିମ ପ୍ରାନ୍ତ ଲୋକକଳା ସଂଯୋଜକ ହରେକୃଷ୍ଣ
Read More...

ଛାତ୍ରୀଙ୍କ ଆତ୍ମ ସୁରକ୍ଷା ତାଲିମ ଉଦ୍‌ଘାଟିତ

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : ସ୍ଥାନୀୟ ଜେ. କେ. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଓଡିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଉଚ୍ଚ ମାଧ୍ୟମିକ ନିର୍ଦେଶାଳୟ ଆନୁକୂଲ୍ୟରେ ଅଷ୍ଟଦିବସିୟ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଗତକାଲି ପୂର୍ବାହ୍ନରେ ଉଦ୍‌ଘାଟିତ ହୋଇଯାଇଛି
Read More...