Browsing Tag

karlamunda news

ଛାତ୍ରୀଙ୍କ ଆତ୍ମ ସୁରକ୍ଷା ତାଲିମ ଉଦ୍‌ଘାଟିତ

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : ସ୍ଥାନୀୟ ଜେ. କେ. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଓଡିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଉଚ୍ଚ ମାଧ୍ୟମିକ ନିର୍ଦେଶାଳୟ ଆନୁକୂଲ୍ୟରେ ଅଷ୍ଟଦିବସିୟ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଗତକାଲି ପୂର୍ବାହ୍ନରେ ଉଦ୍‌ଘାଟିତ ହୋଇଯାଇଛି
Read More...

କର୍ଲାମୁଣ୍ଡା ବ୍ଲକରେ ସୁରେନ୍ଦ୍ର ଭୋଇ ହେଲେ ବ୍ଲକ ଉପାଧ୍ୟକ୍ଷ

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକରେ ବ୍ଲକ ଉପାଧ୍ୟକ୍ଷ ଭାବେ କର୍ଲାମୁଣ୍ଡା ସମିତି ସଭ୍ୟା ସୁରେନ୍ଦ୍ର ଭୋଇ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିବା ଜଣାପଡିଛି । ଏହି ବ୍ଲକର ମୋଟ ୧୨ ସମିତି ସଭ୍ୟରୁ ୧୧ ଜଣ ସମିତି ସଭ୍ୟ/ସଭ୍ୟା ଗତକାଲିର ସ୍ୱତନ୍ତ୍ର
Read More...

ପ୍ରଶାନ୍ତ ପାଇବେ ପେନ୍‌ ଇନ୍‌ ବୁକ୍ସ ଯୁବ ଲେଖକ ପୁରସ୍କାର

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡା ବ୍ଲକ୍ ରେଗଡା ଗ୍ରାମର ଚିତ୍ରସେନ ଦାଶଙ୍କ ପୁଅ ତଥା ଖ୍ୟାତନାମା ଯୁବ କବି ପ୍ରଶାନ୍ତ କୁମାର ଦାଶଙ୍କ ନାମ ୨୦୨୧ ମସିହା ପାଇଁ ସମ୍ମାନଜନକ ପେନ୍ ଇନ୍ ବୁକ୍ସ ଯୁବ ଲେଖକ ପୁରସ୍କାର ତାଲିକାରେ ସ୍ଥାନ ପାଇଛି । ଅଗ୍ରଣୀ
Read More...

ଯମୁନାପୁର ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ : ଯମୁନାପୁର ବିଜୟୀ

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : କର୍ଲାମୁଣ୍ଡା ବ୍ଲକ୍ ବୋରପଦର୍ ଗ୍ରାମ ପଞ୍ଚାୟତର ଜମୁନାପୁର୍ ଫୁଟବଲ ପଡ଼ିଆରେ ଚାଲିଥିବା ଯମୁନାପୁର୍ କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ତୃତୀୟ ଦିବସରେ ଯମୁନାପୁର ଓ ବିନେକେଲା ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଉଭୟ ଦଳ ଗୋଲ ସ୍କୋର କରି ପାରିନଥିବା
Read More...

ଦେଢ଼ ଲକ୍ଷ ଟଙ୍କା ଝାମ୍ପି ନେଲେ ଦୁର୍ବୃତ୍ତ

କର୍ଲାମୁଣ୍ଡା : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ଠାରେ ବ୍ୟାଙ୍କ ଫେରନ୍ତା ଗ୍ରାହକଙ୍କ ଠାରୁ ଦେଢ଼ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ରିଷିଡ଼ାର ଗ୍ରାହକ ସେବା କେନ୍ଦ୍ରର ପରିଚାଳକ ମାର୍କଣ୍ଡ ସାହୁ ଏସ୍‌ବିଆଇ ବ୍ୟାଙ୍କରୁ ଦେଢ଼ ଲକ୍ଷ ଟଙ୍କା ଉଠାଇ ଫେରୁଥିବା
Read More...

୨୧ତମ ତେରେସିଂହା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମର ହାଇସ୍କୁଲ ଖେଳ ପଡ଼ିଆରେ ଦୈତାରୀ ମେମୋରିଆଲ୍ ଗେମ୍ସ ଏଣ୍ଡ୍ ସ୍ପୋର୍ଟସ୍ ଏସୋସିଏସନ୍ ଆନୁକୂଲ୍ୟରେ ୨୧ତମ ତେରେସିଂହା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଆଜି ଉଦ୍‌ଘାଟିତ ହୋଇଯାଇଛି ।
Read More...

ଜଳବାୟୁ ପରିବର୍ତ୍ତନ ସହଣୀ ଚାଷ ବ୍ୟବସ୍ଥା ସଂପର୍କିତ ଜ୍ଞାନ ଆଦାନ ପ୍ରଦାନ କର୍ମଶାଳା

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ କଂସିଲ ଓ ଟେର୍ଚାପଲାଠାରେ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ସୋସାଇଟି ପକ୍ଷରୁ ସୋମବାର ଦିନ ପୃଥକ ପୃଥକ ଭାବେ ଜଳବାୟୁ ପରିବର୍ତ୍ତନ ସହଣୀ ଚାଷ ବ୍ୟବସ୍ଥା ସଂପର୍କିତ ଜ୍ଞାନ ଆଦାନ ପ୍ରଦାନ କର୍ମଶାଳା ଅନୁଷ୍ଠିତ
Read More...

କୌଶିକବାବା ଡିଗ୍ରୀ କଲେଜରେ ‘ଗଣତନ୍ତ୍ର ଓ ମୌଳିକ ଅଧିକାର’ ଶୀର୍ଷକ ପାଠ୍ୟଚକ୍ର

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ୍ ଅନ୍ତର୍ଗତ ତେରେସିଂହା କୌଶିକବାବା ଡିଗ୍ରୀ କଲେଜରେ ପ୍ରଥମ ଥର ପାଇଁ ରାଜନୀତି ବିଜ୍ଞାନ ବିଭାଗ ତରଫରୁ ‘ଗଣତନ୍ତ୍ର ଓ ମୌଳିକ ଅଧିକାର’ ଶୀର୍ଷକ ପାଠ୍ୟଚକ୍ର ଆୟୋଜିତ ହୋଇଯାଇଛି । କଲେଜର ଅଧ୍ୟକ୍ଷା ସୁଶ୍ରୀ
Read More...

ଜଳବାୟୁ ପରିବର୍ତ୍ତନ ସହଣୀ ବିହନ ଓ ଖାଦ୍ୟ ଜୈବ ବିବିଧତା ପ୍ରଦର୍ଶନୀ

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଭାଲୁପିଆ ବୁଢ଼ୀମୁଣ୍ଡାଠାରେ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ସୋସାଇଟି ପକ୍ଷରୁ ଜଳବାୟୁ ପରିବର୍ତ୍ତନ ସହଣୀ ବିହନ ଓ ଖାଦ୍ୟ ଜୈବ ବିବିଧତା ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ,
Read More...

ଜଳବାୟୁ ପରିବର୍ତ୍ତନ ସହଣୀ ବିହନ ଓ ଖାଦ୍ୟ ଜୈବ ବିବିଧତା ପ୍ରଦର୍ଶନୀ

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ବୁଢ଼ୀପଦରଠାରେ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ସୋସାଇଟି ପକ୍ଷରୁ ମଙ୍ଗଳବାର ଦିନ ଜଳବାୟୁ ପରିବର୍ତ୍ତନ ସହଣୀ ବିହନ ଓ ଖାଦ୍ୟ ଜୈବ ବିବିଧତା ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ
Read More...