ସି.ଆର.ପି.ଏଫ୍ରେ ଯୋଗଦେବେ କର୍ଲାମୁଣ୍ଡା ଝିଅ ସୌମ୍ୟାରାଣୀ
କର୍ଲାମୁଣ୍ଡା : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ପାଇଁ ଖୁସିର ଖବର । କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (ସି.ଆର.ପି.ଏଫ୍)ରେ ଯୋଗ ଦେବାପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି ଏଇ ବ୍ଲକର ସରଗୁଲ ଗ୍ରାମର ପ୍ରଭାତ କୁମାର ହୋତା ଓ ଶାନ୍ତିପ୍ରିୟା ହୋତାଙ୍କ କନ୍ୟା ସୌମ୍ୟାରାଣୀ ହୋତା । ସେ!-->…
Read More...
Read More...