Browsing Tag

kendrapada news

ରେଳ ପୋଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ

କେନ୍ଦ୍ରାପଡ଼ା : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ । ମୃତଦେହ ନିକଟରେ ଏକ ହେଲ୍‌ମେଟ୍‌ ପଡ଼ିଥିବାର ଦେଖିବାକୁ ଭିଳିଛି । ବ୍ୟକ୍ତିଙ୍କୁ ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ କରାଯାଇଛି । କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ କେନାଲ୍‌ବ୍ରିଜ୍‌ ନିକଟ ରେଳ
Read More...

ଘରେ ନିଆଁ ଲାଗି ଜୀବନ୍ତ ଜଳିଗଲେ ଭାଇଭଉଣୀ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ବଳରାମପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବାର ଖବର ମିଳିଛି । ଏଥିରେ ଭାଇଭଉଣୀଙ୍କର ଶୋଚନୀୟ ମୃତ୍ୟୁ ଘଟିଛି । ଘରେ ନିଆଁ ଲାଗି ଜୀବନ୍ତ ଜଳିଯାଇଛନ୍ତି ଭାଇଭଉଣୀ । ଏଥିରେ୧୧ ବର୍ଷୀୟା ଭଉଣୀ ଓ ୯ ବର୍ଷୀୟ ଭାଇର ମୃତ୍ୟୁ ହୋଇଛି ।
Read More...

ଭାରସାମ୍ୟ ହରାଇ ତେଲ ଟ୍ୟାଙ୍କର୍‌କୁ ଧକ୍କା ଦେଲା ବସ୍ : ୧୦ ଆହତ, ୨ ଗୁରୁତର

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ହଜାରୀ ଛକ ନିକଟରେ ଏକ ଯାତ୍ରୀବାହୀ ବସ୍ ତେଲ ଟ୍ୟାଙ୍କର୍‌କୁ ଧକ୍କା ଦେଇଛି । ଦୁର୍ଘଟଣାରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତମାନଙ୍କୁ ଚିକିତ୍ସା ଲାଗି କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ
Read More...

ବସ୍ ସହ ସ୍କୁଟି ମୁହାଁମୁହିଁ ଧକ୍କା : ଜଣେ ମୃତ

କେନ୍ଦ୍ରାପଡ଼ା : ବସ୍ ସହ ସ୍କୁଟି ମୁହାଁମୁହିଁ ଧକ୍କା । କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାସ୍ତାର ଖରିଦା ସାହି ଠାରେ ଏହି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ସୂଚନାଅନୁଯାୟୀ, କେନ୍ଦ୍ରାପଡାରୁ କଟକ ଯାଉଥିବା ବସ୍ ଚାନ୍ଦବାଲି
Read More...

ବିଶାଳ ଶୋଭାଯାତ୍ରାରେ ଆସି ନାମାଙ୍କନ ପତ୍ର ଦାଖଲ କଲେ ବୈଜୟନ୍ତ ପଣ୍ଡା

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ସଂସଦୀୟ କ୍ଷେତ୍ର ପାଇଁ ନାମାଙ୍କନ ଦାଖଲ କଲେ ବିଜେପି ପ୍ରାର୍ଥୀ ବୈଜୟନ୍ତ ପଣ୍ଡା । ବିଶାଳ ଶୋଭାଯାତ୍ରାରେ ଆସି ନାମାଙ୍କନ ଦାଖଲ କଲେ ବୈଜୟନ୍ତ । କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ନିକଟରେ ସେ ନାମାଙ୍କନ ଦାଖଲ କରିଛନ୍ତି । ନାମାଙ୍କନ ପତ୍ର ଦାଖଲ କରିବା
Read More...

ନିର୍ବାଚନୀ ପ୍ରଚାର ସମୟରେ ଦାଦନ ପ୍ରସଙ୍ଗ ଉଠାଇଲେ ବୈଜୟନ୍ତ

କେନ୍ଦ୍ରାପଡ଼ା : ବିଜେପିର କେନ୍ଦ୍ରାପଡା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କ ନିର୍ବାଚନୀ ପ୍ରଚାର ଜୋର୍‌ ଧରିବାରେ ଲାଗିଛି । ଆଜି ତିକନପୁରରେ ଅନୁଷ୍ଠିତ ସାଧାରଣ ସଭା ଓ ମିଶ୍ରଣ ପର୍ବରେ ଯୋଗ ଦେଇ ମୋଦିଙ୍କ ହାତ ମୁଠାକୁ ଟାଣ କରିବାକୁ ଆହ୍ୱାନ କରିଛନ୍ତି ବୈଜୟନ୍ତ । ଏହି ଅବସରରେ
Read More...

ପାରିବାରିକ କଳହର କରୁଣ ପରିଣତି : ୯ ମାସର ଶିଶୁକନ୍ୟାକୁ ଧରି ନଦୀକୁ ଡେଇଁଲା ମାଆ

କେନ୍ଦ୍ରାପଡ଼ା : ପାରିବାରିକ କଳହର କରୁଣ ପରିଣତି । ସ୍ୱାମୀ ଆଗରେ ୯ ମାସର ଶିଶୁକନ୍ୟାକୁ ଧରି ଖରସ୍ରୋତା ନଦୀକୁ ଡେଇଁଲା ମାଆ । କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଗଡ଼ଗଡ଼ି ସେତୁ ଉପରୁ ଛୁଆକୁ ଧରି ମାଆ ନଦୀକୁ ଡେଇଁ ପଡ଼ିଥିବା ଜଣାପଡ଼ିଛି । ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକେ ଏକ ଡଙ୍ଗା
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା

କେନ୍ଦ୍ରାପଡ଼ା : କେନ୍ଦ୍ରାପଡା ଓସ୍ତପୁର ଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛରେ ପିଟିହେଲା ବୋଲେରୋ । ସୋମବାର ସକାଳେ କିଛି କଳାକାର ବୋଲେରୋରେ ନରଣପୁର ଗାଁରୁ ଡ୍ରାମା ରିହରସାଲ ସାରି ଫରୁଥିଲେ । ଓସ୍ତପୁର ହଳଦିଢ଼ିଅ ନିକଟରେ ବୋଲେରୋ ହଠାତ ନିୟନ୍ତ୍ରଣ ହରାଇ ରାସ୍ତା
Read More...

ଶୌଚ ବେଳେ ଜଣଙ୍କୁ ଟାଣିନେଲା କୁମ୍ଭୀର

କେନ୍ଦ୍ରାପଡା : କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ବ୍ରାହ୍ମଣି ନଦୀରେ ଶୌଚ ବେଳେ ଜଣକୁ କୁମ୍ଭୀର ଟାଣିନେଇଛି । ପେଣ୍ଠପାଳ ପଂଚାୟତ କୁଳସାହି ନିକଟରେ କୁମ୍ଭୀର ଟାଣିନେଇଛି । ଉକ୍ତ ବ୍ୟକ୍ତି ଜଣକ ନିଖୋଜ ଅଛନ୍ତି । ନିଖୋଜ ବ୍ୟକ୍ତି ଜଣଙ୍କ ହେଲେ କୁଳସାହି ଗ୍ରାମର ଅମୁଲ୍ୟ ଦାସ ।ପେଣ୍ଠପାଳ
Read More...

ପଞ୍ଚମ ଶ୍ରେଣୀ ଛାତ୍ରଙ୍କୁ ଟାଣିନେଲା କୁମ୍ଭୀର

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ନିମପୁରରେ ଝଟିଛି ଏକ ଅଭାବନୀୟ ଘଟଣା । ସକାଳୁ ସ୍ଥାନୀୟ ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବା ଜଣେ ଛାତ୍ରଙ୍କୁ କୁମ୍ଭୀର ନଦୀ ଭିତରକୁ ଟାଣି ନେଇଛି । ମୃତ ଛାତ୍ର ଜଣଙ୍କ ଅଶୋକ ଆଚାର୍ଯ୍ୟଙ୍କ ୧୦ ବର୍ଷର ପୁଅ ଆଶୁତୋଷ
Read More...