ଯାତ୍ରୀବାହୀ ବସ ଉପରେ ଖସି ପଡ଼ିଲା ଲୁହାପଥର ବୋଝେଇ ଟ୍ରକ
କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଅନ୍ତର୍ଗତ ଶାଳପଡ଼ା ଠାରେ ଥିବା ଓଭର ବ୍ରିଜ ତଳେ ବସ ଟି ଅତିକ୍ରମ କରିଥିବା ସମୟରେ ବ୍ରିଜ ଉପରେ ଯାଉଥିବା ଏକ ଲୁହାପଥର ବୋଝେଇ ଟ୍ରକ ଭାରସାମ୍ୟ ହରାଇ ତଳକୁ ଖସି ବସ୍ ଉପରେ ପଡିଥିଲା । ସୌଭାଗ୍ୟ ବଶତଃ ବସରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ!-->…
Read More...
Read More...