Browsing Tag

kendujhar news

ଅଟେଇ ଜଙ୍ଗଲରୁ ୯ ଶିକାରୀ ଗିରଫ

କେନ୍ଦୁଝର/ପାଟଣା : କେନ୍ଦୁଝର ବନଖଣ୍ଡର ଅଟେଇ ସଂରକ୍ଷିତ ଜଙ୍ଗଲରେ ମହାବଳ ବାଘ ବୁଲୁଛି । ଏ ଖବର ସ୍ପଷ୍ଟ ହେବା ପରେ ବାଘ ଜୀବନ ପ୍ରତି ବିପଦ ରହିଛି । ତେଣୁ ବନ ବିଭାଗ ଜଙ୍ଗଲରେ ଟ୍ରାପ୍‌ କ୍ୟାମେରା ଲଗାଇଛି । ଘନ ଘନ ପାଟ୍ରୋଲିଂ କରୁଛି । ଅଟେଇ ଜଙ୍ଗଲର ସବୁ ପ୍ରବେଶ ପଥ ସିଲ୍‌ କରିଛି ।
Read More...

ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଦନ୍ତା ହାତୀ ମୃତ

କେନ୍ଦୁଝର : କେନ୍ଦୁଝର ବନଖଣ୍ଡ, ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାମେବାରି ଫରେଷ୍ଟ ସେକ୍ସନର ଜଡ଼ିପଦା ନିକଟରେ ଶନିବାର ରାତି ବିଦ୍ୟୁତ୍ ଆଘାତରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ସୂଚନା ଅନୁସାରେ ଶନିବାର ରାତି କାଳମାଟି-ବସନ୍ତପୁର ରାସ୍ତାର ଜଡିପଦା(ପ୍ରୋ ମିନେରାଲ ଛକ) ପାଖ
Read More...

ଭାରସାମ୍ୟ ହରାଇ ଓଲଟିପଡିଲା ପିକ୍‌ଅପ୍ ଭ୍ୟାନ୍

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥରେ ଏକ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ତୁରୁମୁଙ୍ଗା ବଜାର ଉପରେ ଭାରସାମ୍ୟ ହରାଇ ଓଲଟିପଡିଲା ଏକ ଗଦି ଓ ସଫାସେଟ୍ ବୋଝେଇ ପିକଅପ୍ ଭ୍ୟାନ୍ । ଦୁର୍ଘଟଣାରେ ଗାଡିର ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ
Read More...

ରାସ୍ତା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ସଦର ଥାନା ବାଂଶପାଳ ବ୍ଲକ ରାୟଗଡ଼ା ପଞ୍ଚାୟତର ଆମୁଣି ଗାଁ ରାସ୍ତା କଡ଼ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଯୁବକଙ୍କୁ କେହି ଦୁର୍ବୃତ୍ତ ପଥରରେ ଛେଚି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ସୂଚନାନୁଯାୟୀ, ବାଂଶପାଳ ବ୍ଲକ ରାୟଗଡ଼ା ପଞ୍ଚାୟତର ଆମୁଣି
Read More...

ବସ୍‌ ଓ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା : ୩ ଆହତ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅନ୍ତର୍ଗତ ତେଲକୋଇ- ଜଗମୋହନପୁର ରାସ୍ତାର ହନୁମନ୍ତିଆ ନାଳ ନିକଟରେ ଶନିବାର ଏକ ଦୁର୍ଘଟଣା ଘଟିଛି । ସକାଳେ ତେଲକୋଇରୁ ରାଉରକେଲା ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ଅଟୋକୁ ଧକ୍କା ଦେବା ଫଳରେ ଅଟୋରେ ଯାଉଥିବା ୩ ଜଣ ଆହତ ହୋଇଛନ୍ତି । ସେମାନେ
Read More...

ବାଇକ୍‌ ଧକ୍କାରେ ବାଟୋଇ ମୃତ

କେନ୍ଦୁଝର : ପଣ୍ଡାପଡ଼ା ଥାନା ଅନ୍ତର୍ଗତ ନଳପଙ୍ଗା ନିକଟରେ ଏକ ବାଇକ୍‌ ଧକ୍କାରେ ଜଣେ ବାଟୋଇଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ତେବେ ମୃତକଙ୍କ ପରିଚୟ ମିଳିପାରି ନାହିଁ ।
Read More...

ବାଇକ୍‌ ଓ ଟ୍ରକ୍‌ ମୁହାଁ ମୁହିଁ ଧକ୍କା : ବାଇକ ଆରୋହୀ ମୃତ

କେନ୍ଦୁଝର : କେନ୍ଦୁଝର ଜିଲା ଟାଉନ ଥାନା ଅନ୍ତର୍ଗତ ଧୃପଦା ନିକଟ ଏନ୍‌ଏଚ ୪୯ରେ ସୋମବାର ସନ୍ଧ୍ୟାରେ ଏକ ବାଇକ୍‌ ଓ ଟ୍ରକ୍‌ ମୁହାଁ ମୁହିଁ ଧକ୍କା ହେବାରୁ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତକଙ୍କ ନାମ ରାଜ କୁମାର ମହାନ୍ତ ଏବଂ ଘର ପଣ୍ଡାପଡ଼ା ଥାନା ଅନ୍ତର୍ଗତ
Read More...

ଧରଣୀଧର ଭେଷଜ ମହାବିଦ୍ୟାଳୟ ଓ ଡ଼ାକ୍ତରଖାନା ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର : କେନ୍ଦୁଝର ଜିଲ୍ଲାର ଜନସାଧାରଙ୍କ ନିମନ୍ତେ କେନ୍ଦୁଝର ଧରଣୀଧର ଭେଷଜ ମହାବିଦ୍ୟାଳୟ ଓ ଡ଼ାକ୍ତରଖାନା ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ୪୭୦୩ କୋଟି ୨୪ ଲକ୍ଷ ବ୍ୟୟରେ ଜିଲ୍ଲାର ୨୫୯ ଗୋଟି ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‌ଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ ଏବଂ
Read More...

କେନ୍ଦୁଝର ଜଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ : ବିଭିନ୍ନ ପ୍ରକଳ୍ପ କରିବେ ଶୁଭାରମ୍ଭ ଓ ଶିଳାନ୍ୟାସ

କେନ୍ଦୁଝର : ସୋମବାର କେନ୍ଦୁଝର ଜଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଚଳଚଞ୍ଚଳ ହୋଇ ଉଠିଛି କେନ୍ଦୁଝର । ମୁଖ୍ୟମନ୍ତ୍ରୀ ଧରଣୀଧର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ଶୁଭାରମ୍ଭ, ବୋଦାପଳସାସ୍ଥିତ ଧରଣୀଧର ସ୍ପୋର୍ଟସ କମ୍‌ପ୍ଲେକ୍ସ ଲୋକାର୍ପଣ,
Read More...

ହାତୀ ଦାନ୍ତ ଜବତ, ୧ ଗିରଫ

କେନ୍ଦୁଝର : କେନ୍ଦୁଝର ବନଖଣ୍ଡ ଘଟଗାଁ ଥାନା ମେଲାଣ ଗ୍ରାମ ନିକଟ ଏନ୍‌ଏଚ୍‌ ୨୦ ନିକଟରୁ ବନ ବିଭାଗ ଜଣେ ହାତୀ ଦାନ୍ତ ଚୋରଙ୍କୁ ଗିରଫ କରିଥିବା ଜଣାପଡିଛି । ତାଙ୍କ ଠାରୁ ୧୦.୧୬୦ କିଲୋର ଆଠ ଖଣ୍ଡ ହାତୀ ଦାନ୍ତ ଜବତ କରିଥିବା ବେଳେ ସେଥିରୁ ଦୁଇଟି ପୂରା ଦାନ୍ତ ରହିଥିବା ବନ ବିଭାଗ ସୂଚନା
Read More...