ରାସ୍ତା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର
କେନ୍ଦୁଝର : କେନ୍ଦୁଝର ଜିଲ୍ଲା ସଦର ଥାନା ବାଂଶପାଳ ବ୍ଲକ ରାୟଗଡ଼ା ପଞ୍ଚାୟତର ଆମୁଣି ଗାଁ ରାସ୍ତା କଡ଼ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଯୁବକଙ୍କୁ କେହି ଦୁର୍ବୃତ୍ତ ପଥରରେ ଛେଚି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ସୂଚନାନୁଯାୟୀ, ବାଂଶପାଳ ବ୍ଲକ ରାୟଗଡ଼ା ପଞ୍ଚାୟତର ଆମୁଣି!-->…
Read More...
Read More...