Browsing Tag

kendujhar news

ବାଇକ୍‌ ଓ ଟ୍ରକ୍‌ ମୁହାଁ ମୁହିଁ ଧକ୍କା : ବାଇକ ଆରୋହୀ ମୃତ

କେନ୍ଦୁଝର : କେନ୍ଦୁଝର ଜିଲା ଟାଉନ ଥାନା ଅନ୍ତର୍ଗତ ଧୃପଦା ନିକଟ ଏନ୍‌ଏଚ ୪୯ରେ ସୋମବାର ସନ୍ଧ୍ୟାରେ ଏକ ବାଇକ୍‌ ଓ ଟ୍ରକ୍‌ ମୁହାଁ ମୁହିଁ ଧକ୍କା ହେବାରୁ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତକଙ୍କ ନାମ ରାଜ କୁମାର ମହାନ୍ତ ଏବଂ ଘର ପଣ୍ଡାପଡ଼ା ଥାନା ଅନ୍ତର୍ଗତ…
Read More...

ଧରଣୀଧର ଭେଷଜ ମହାବିଦ୍ୟାଳୟ ଓ ଡ଼ାକ୍ତରଖାନା ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର : କେନ୍ଦୁଝର ଜିଲ୍ଲାର ଜନସାଧାରଙ୍କ ନିମନ୍ତେ କେନ୍ଦୁଝର ଧରଣୀଧର ଭେଷଜ ମହାବିଦ୍ୟାଳୟ ଓ ଡ଼ାକ୍ତରଖାନା ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ୪୭୦୩ କୋଟି ୨୪ ଲକ୍ଷ ବ୍ୟୟରେ ଜିଲ୍ଲାର ୨୫୯ ଗୋଟି ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‌ଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ ଏବଂ…
Read More...

କେନ୍ଦୁଝର ଜଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ : ବିଭିନ୍ନ ପ୍ରକଳ୍ପ କରିବେ ଶୁଭାରମ୍ଭ ଓ ଶିଳାନ୍ୟାସ

କେନ୍ଦୁଝର : ସୋମବାର କେନ୍ଦୁଝର ଜଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଚଳଚଞ୍ଚଳ ହୋଇ ଉଠିଛି କେନ୍ଦୁଝର । ମୁଖ୍ୟମନ୍ତ୍ରୀ ଧରଣୀଧର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ଶୁଭାରମ୍ଭ, ବୋଦାପଳସାସ୍ଥିତ ଧରଣୀଧର ସ୍ପୋର୍ଟସ କମ୍‌ପ୍ଲେକ୍ସ ଲୋକାର୍ପଣ,…
Read More...

ହାତୀ ଦାନ୍ତ ଜବତ, ୧ ଗିରଫ

କେନ୍ଦୁଝର : କେନ୍ଦୁଝର ବନଖଣ୍ଡ ଘଟଗାଁ ଥାନା ମେଲାଣ ଗ୍ରାମ ନିକଟ ଏନ୍‌ଏଚ୍‌ ୨୦ ନିକଟରୁ ବନ ବିଭାଗ ଜଣେ ହାତୀ ଦାନ୍ତ ଚୋରଙ୍କୁ ଗିରଫ କରିଥିବା ଜଣାପଡିଛି । ତାଙ୍କ ଠାରୁ ୧୦.୧୬୦ କିଲୋର ଆଠ ଖଣ୍ଡ ହାତୀ ଦାନ୍ତ ଜବତ କରିଥିବା ବେଳେ ସେଥିରୁ ଦୁଇଟି ପୂରା ଦାନ୍ତ ରହିଥିବା ବନ ବିଭାଗ ସୂଚନା…
Read More...

ବିଶ୍ଵବିଦ୍ୟାଳୟ ହେଲା ଧରଣୀଧର ସ୍ୱୟଂ ଶାସିତ ମହାବିଦ୍ୟାଳୟ

କେନ୍ଦୁଝର : ବିଶ୍ଵବିଦ୍ୟାଳୟ ହେଲା କେନ୍ଦୁଝର ଜିଲ୍ଲାର ଧରଣୀଧର ସ୍ୱୟଂ ସାଶିତ ମହାବିଦ୍ୟାଳୟ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଐତିହାସିକ ପଦକ୍ଷେପ…
Read More...

କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୩ ତାରିଖ କେନ୍ଦୁଝର ଜିଲ୍ଲା ଗସ୍ତରେ ଆସୁଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଚଳଚଞ୍ଚଳ ହୋଇ ଉଠିଛି କେନ୍ଦୁଝର । ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଧରଣୀଧର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ଶୁଭାରମ୍ଭ, ବୋଦାପଳସାସ୍ଥିତ…
Read More...

ପରିତ୍ୟକ୍ତ କୂଅରୁ ଶିଶୁପୁତ୍ରର ମୃତଦେହ ଉଦ୍ଧାର

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଟାଉନ୍ ଥାନା ଅନ୍ତର୍ଗତ ଶିରିଶିପାଳ ପଞ୍ଚାୟତ ରାଙ୍କି ମୁଣ୍ଡାସାହିଠାରେ ଥିବା ଏକ ପରିତ୍ୟକ୍ତ କୂଅରୁ ମୃତ ଶିଶୁପୁତ୍ର ଉଦ୍ଧାର ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ଗ୍ରାମର ସମୀର ପାତ୍ର ନାମକ ଜଣେ ଯୁବକ ଗତକାଲି ବଳଦ ଚରାଉଥିବା ସମୟରେ ପରିତ୍ୟକ୍ତ କୂଅରେ…
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା, ୪ ମୃତ, ୫ ଗୁରୁତର

କେନ୍ଦୁଝର : କେନ୍ଦୁଝର ପଣ୍ଡାପଡ଼ା ଥାନା ଅନ୍ତର୍ଗତ ବସନ୍ତପୁର ନିକଟରେ ଆଜି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ପରିବା ବିକାଳିଙ୍କୁ ନେଇ ଯାଉଥିବା ଏକ ଅଟୋକୁ ସାମ୍ନାପଟୁ ଦ୍ରୁତଗତିରେ ଆସୁଥିବା ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କା ଦେଇଥିଲା । ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ…
Read More...

ଲାଞ୍ଚ ନେବା ବେଳେ ଧରାପଡ଼ିଲେ ପ୍ରାଣୀଧନ କିରାଣୀ

କେନ୍ଦୁଝର : ଯୋଡ଼ା ପ୍ରାଣୀ ଚିକିତ୍ସକ ଡ. ଶୁଭାଶିଷ ମହାପାତ୍ରଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଚମ୍ପୁଆ ଉପଖଣ୍ଡ ପ୍ରାଣୀ ଚିକିତ୍ସାଳୟର କିରାଣି ମହେନ୍ଦ୍ର କୁମାର ସେଠୀ ଶୁକ୍ରବାର ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି । ଛୁଟି ଦରମା ଟଙ୍କା ଅନୁମୋଦନ ପାଇଁ ଏହି ଟଙ୍କା…
Read More...

ଭାଲୁ ଆକ୍ରମଣରେ ୧୦ ଆହତ

କେନ୍ଦୁଝର : ଚମ୍ପୁଆ ରେଞ୍ଜ ବାଲିବନ୍ଧ ଅଞ୍ଚଳରେ ଭାଲୁ ଆତଙ୍କ । ଭାଲୁ ଆକ୍ରମଣରେ ୧୦ ଜଣ ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, ଗତକାଲି ସନ୍ଧ୍ୟା ସମୟରେ ଜଙ୍ଗଲରୁ ଗୋଟାଏ ଭାଲୁ ବାଲିବନ୍ଧ ଅଞ୍ଚଳକୁ ପଶି ଆସିଥିଲା । ରାସ୍ତାରେ ଯାଉଥିବା କିଛି ଲୋକଙ୍କ ଉପରେ ଆକ୍ରମଣ କରିଥିଲା ।…
Read More...