Browsing Tag

kendujhar news

ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟରେ ୧୩ଟି ବିଷୟରେ ଖୋଲିଲା ପିଜି

କେନ୍ଦୁଝର : ସ୍ଥାନୀୟ ଧରଣୀଧର ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ୨୦୨୩-୨୪ ବର୍ଷ ପାଇଁ କଳା ଏବଂ ବିଜ୍ଞାନରେ ୧୩ଟି ବିଷୟରେ ପିଜି ବା ସ୍ନାତକୋତ୍ତର ଖୋଲିବା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଅନୁମତି ମିଳିଛି । ସବୁ ବିଭାଗରେ ୧୬ ଜଣ ଛାତ୍ରୀଛାତ୍ରଙ୍କ ନାମ ଲେଖା ହେବ । ସେହିପରି ଭୂତତ୍ତ୍ୱ
Read More...

ଦନ୍ତା ଆକ୍ରମଣରେ ଗଜ ସାଥୀଙ୍କ ମୃତ୍ୟୁ

କେନ୍ଦୁଝର : ଚମ୍ପୁଆ ଥାନା ଅନ୍ତର୍ଗତ ଚମ୍ପୁଆ ସେକ୍ସନର କାଳିକା ପ୍ରସାଦ ବିଟ୍‌ ଅଧିନସ୍ଥ ମିରିଗିସିଙ୍ଗା ଜଙ୍ଗଲରେ ହାତୀ ଟ୍ରାକିଂ କାମରେ ଯାଇଥିବା ବେଳେ ବୁଧବାର ଅପରାହ୍ନରେ ଏକ ଦନ୍ତା ଆକ୍ରମଣରେ ଜଣେ ଗଜ ସାଥୀଙ୍କ ମୃତ୍ୟୁ ଘଟିଛି । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଚମ୍ପୁଆ
Read More...

କାନଝରୀ ଓ ସାଳନ୍ଦୀ ଡ୍ୟାମ ପାଇବେ ନୂଆରୂପ

କେନ୍ଦୁଝର : କେନ୍ଦୁଝର ସଦର ବ୍ଲକ୍‌ ଅନ୍ତର୍ଗତ କାନଝରୀ ଡ୍ୟାମ ଓ ହାଟଡିହୀ ବ୍ଲକ୍‌ର ସଳନ୍ଦୀ ଡ୍ୟାମ (ବିଦ୍ୟାଧରପୁର ବ୍ୟାରେଜ) ନୂଆରୂପ ପାଇବ । ପର୍ୟ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ଜଳଭଣ୍ଡାର ପାରିପାର୍ଶ୍ୱିକ ଉନ୍ନୟନ ସ୍କିମ୍‌ରେ ଏହି ଦୁଇ ଡ୍ୟାମରେ ୨ କୋଟି ଟଙ୍କା ଖର୍ଚ୍ଚ କରି ମ୍ୟୁଜିୟମ
Read More...

କେନ୍ଦୁଝରରେ ପ୍ରତିଷ୍ଠା ହେଲା ଦ୍ୱିତୀୟ ଉପଖଣ୍ଡସ୍ତରୀୟ କୋର୍ଟ

କେନ୍ଦୁଝର : କେନ୍ଦୁଝରରେ ପ୍ରତିଷ୍ଠା ହେଲା ଦ୍ୱିତୀୟ ଏସଡିଜେଏମ କୋର୍ଟ । ଅଦାଲତରେ ମାମଲା ଗୁଡିକ ଦୀର୍ଘ ଦିନ ଧରି ବିଚାର ପାଇଁ ପଡି ରହୁଥିଲା । ଏହାକୁ ଦୃଷ୍ଟିରେ ରଖି ମାମଲା ଗୁଡିକର ତ୍ୱରିତ ବିଚାର ପାଇଁ କେନ୍ଦୁଝର ଠାରେ ଦ୍ୱିତୀୟ ଉପଖଣ୍ଡସ୍ତରୀୟ କୋର୍ଟ ପ୍ରତିଷ୍ଠା କରାଯାଇଛି ।
Read More...

ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ : ୧ ମୃତ

କେନ୍ଦୁଝର : କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥ ରାଇସୁଆଁ ଜିଟି ପେଟ୍ରୋଲ ପମ୍ପ ନିକଟରେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ । ଫଳରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ମହାଦେଇଯୋଡା ପଞ୍ଚାୟତ ଟିକରପଡା ରଥମରାସାହିର କୃଷ୍ଣୁ ମୁଣ୍ତା(୫୮) ବୋଲି
Read More...

ଜାତୀୟ ଅନୁସୂଚିତ ଜାତି କମିଶନର ତଥ୍ୟ ସଂଗ୍ରହକାରୀ କମିଟିଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର : ଜାତୀୟ ଅନୁସୂଚିତ ଜାତି କମିଶନର ୪ ଜଣିଆ ଏକ ତଥ୍ୟ ସଂଗ୍ରହକାରୀ ଦଳ କେନ୍ଦୁଝର ଗସ୍ତରେ ଆସି ଶୁଆକାଟୀସ୍ଥିତ ଗନ୍ଧମାର୍ଦ୍ଦନ ଲୌହ ଖଣିର ପାରିପାର୍ଶ୍ୱିକ ଅଞ୍ଚଳ ଗସ୍ତ କରି ଶ୍ରମିକ ତଥା ଆଦିବାସୀଙ୍କ ବିଭିନ୍ନ ସମସ୍ୟା ଶୁଣିଛନ୍ତି । ଆଦିବାସୀ ଲୋକଙ୍କ ସହ ଆଲୋଚନା କରି ତଥ୍ୟ
Read More...

ଆରଡେଣ୍ଟ୍‌ ଷ୍ଟିଲ ସମନ୍ୱିତ ଇସ୍ପାତ ପ୍ରକଳ୍ପକୁ ପରିବେଶ ମଞ୍ଜୁରୀ

କେନ୍ଦୁଝର : ଭାରତ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ୍‌ ଅନ୍ତର୍ଗତ ଫୁଲଝର ସ୍ଥିତ ମେସର୍ସ ଆରଡେଣ୍ଟ୍‌ ଷ୍ଟିଲ ଲିଃ ବହୁ ପ୍ରତିକ୍ଷୀତ ସମନ୍ୱିତ ଇସ୍ପାତ ପ୍ରକଳ୍ପ ପାଇଁ ପରିବେଶ ଅନୁମତି (ଇସି) ମିଳିଛି । ପୂର୍ବରୁ
Read More...

ତିନି ହାଇସ୍କୁଲରେ ଖୋଲିଲା ଯୁକ୍ତ ଦୁଇ ପାଠ୍ୟକ୍ରମ

କେନ୍ଦୁଝର : କେନ୍ଦୁଝର ଜିଲ୍ଲାର ତିନୋଟି ହାଇସ୍କୁଲକୁ ଅପଗ୍ରେଡ କରାଯାଇ ଯୁକ୍ତ ଦୁଇ କଳା ପାଠ୍ୟକ୍ରମ ଆରମ୍ଭ ହେବ । ସେଗୁଡ଼ିକ ହେଲା ଯୋଡ଼ା ବ୍ଲକ ଜୁରୁଡି ସ୍ଥିତ ଶ୍ରୀ ଜଗନ୍ନାଥ ସରକାରୀ ହାଇସ୍କୁଲ, ସଦର ବ୍ଲକ ମଇଦାନକେଲର ପ୍ରଗତି ସରକାରୀ ହାଇସ୍କୁଲ, ବାଂଶପାଳ ବ୍ଲକର ତରମାକାନ୍ତ ସ୍ଥିତ
Read More...

କନିଷ୍ଠ କିରାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ବଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ଗଙ୍ଗାଧର ସାହୁଙ୍କ ଘରେ ବୁଧବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ଜଣାପଡ଼ିଛି । ଏକକାଳୀନ କେନ୍ଦୁଝର, ତେଲକୋଇ ସମେତ
Read More...

ଦନ୍ତା ହାତୀ ଆକ୍ରମଣରେ ବୃଦ୍ଧ ଆହତ

କେନ୍ଦୁଝର : ତେଲକୋଇ ରେଞ୍ଜ ଅନ୍ତର୍ଗତ ତେଲକୋଇ ବିଟ୍‌ ଅଧିନସ୍ଥ କନ୍ତଲେଇ ଗ୍ରାମରେ ରବିବାର ସକାଳେ ଶୌଚ କରିବାକୁ ପାଖ ଜଙ୍ଗଲକୁ ଯାଇଥିବା ବେଳେ ଦନ୍ତା ହାତୀ ଆକ୍ରମଣରେ ଜଣେ ୬୫ ବର୍ଷୀୟ ବୃଦ୍ଧ ଆହତ ହୋଇଥିବା ଜଣାପଡିଛି । ଗୋଠଛଡ଼ା ଦନ୍ତାଟି ବୃଦ୍ଧଙ୍କୁ ଶୁଣ୍ଢରେ ଧରି ଟେକି କଚାଡ଼ି ଦେବାରୁ
Read More...