Browsing Tag

kesinga news

ଚାରି ଦଫା ଦାବି ନେଇ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ : କେସିଙ୍ଗାରେ କଂଗ୍ରେସର ପୂର୍ଣ୍ଣ ସମର୍ଥନ

କେସିଙ୍ଗା, (ପ୍ରୀତେଶ ପଟେଲ) : କଳାହାଣ୍ଡି ଜିଲ୍ଲା କେସିଙ୍ଗାରେ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦକୁ ପୂର୍ଣ୍ଣ ସମର୍ଥନ ଦିଆଯାଇଛି । ରାଜ୍ୟ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଆହ୍ୱାନରେ ଇଣ୍ଡିଆ ବ୍ଲକ୍ ସହଯୋଗୀ ଦଳଗୁଡ଼ିକ ପକ୍ଷରୁ ଦିଆଯାଇଥିବା ଏହି ବନ୍ଦର ପ୍ରଭାବ କେସିଙ୍ଗା…
Read More...

କେସିଙ୍ଗା ମହାସଂଘ ତରଫରୁ ଜାତୀୟ ପ୍ରେସ ଦିବସ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

କେସିଙ୍ଗା, (ପ୍ରୀତେଶ ପଟେଲ) : ସବୁ ବର୍ଷ ପରି ଏହି ବର୍ଷ ମଧ୍ୟ ଆସନ୍ତା ନଭେମ୍ବର ୧୬ ତାରିଖରେ ହେବାକୁ ଥିବା ଅର୍ନ୍ତରାଷ୍ଟ୍ରୀୟ ପ୍ରେସଡେ ପାଳନ ପାଇଁ କଳାହାଣ୍ଡି ଜିଲ୍ଲା କେସିଙ୍ଗା ସାମ୍ବାଦିକ ମହାସଂଘ ପକ୍ଷରୁ ସ୍ଥାନୀୟ ହୋଟେଲ୍ ବୃନ୍ଦାବନ ଇନ ଠାରେ ସଭାପତି ଦୟାନିଧି ସୁନାନୀଙ୍କ…
Read More...

କେସିଙ୍ଗା ଏନ୍‌ଏସି ପକ୍ଷରୁ ଗାନ୍ଧୀ ଜୟନ୍ତୀ ଅବସରରେ “ସ୍ୱଚ୍ଛତା ହିଁ ସେବା” କାର୍ଯ୍ୟକ୍ରମ

କେସିଙ୍ଗା, (ପ୍ରୀତେଶ ପଟେଲ) : ସାରା ଦେଶରେ କେନ୍ଦ୍ର ସରକାରଙ୍କ ଦ୍ଵାରା "ସ୍ଵଚ୍ଛତା ହିଁ ସେବା" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଜି ଜାତୀୟ ପିତା ମହାତ୍ମା ଗାନ୍ଧୀଙ୍କ ୧୫୭ ତମ ଜୟନ୍ତୀ ଓ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ୧୨୨ ତମ ଜୟନ୍ତୀ ଉପଲକ୍ଷେ…
Read More...

ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ୨୦୨୬ ପାଳିତ

କେସିଙ୍ଗା, (ପ୍ରୀତେଶ ପଟେଲ) : କେସିଙ୍ଗାସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୭ତମ ଜୟନ୍ତୀ ଓ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ୧୨୨ତମ ଜୟନ୍ତୀ ଶ୍ରଦ୍ଧା ଓ ଉତ୍ସାହର ସହ ପାଳିତ ହୋଇଯାଇଛି । ଏହି ଅବସରରେ…
Read More...

ସ୍ୱଚ୍ଛତା ହିଁ ସେବା ୨୦୨୬ ଡାକ୍ତରଖାନା ପରିସର ସଫା କଲେ ମେଡିକାଲ କର୍ମଚାରୀ

କେସିଙ୍ଗା, (ପ୍ରୀତେଶ ପଟେଲ) : କେନ୍ଦ୍ର ସରକାରଙ୍କ ଦ୍ୱାରା ୧୫ ସେପ୍ଟେମ୍ବରରୁ ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ଜାରି ରହିଥିବା "ସ୍ୱଚ୍ଛତା ହିଁ ସେବା ୨୦୨୬" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ସମସ୍ତ…
Read More...

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, କେସିଙ୍ଗାରେ ବିଶ୍ୱ ହୃଦୟ ଦିବସ ପାଳିତ

କେସିଙ୍ଗା, (ପ୍ରୀତେଶ ପଟେଲ ) : କେସିଙ୍ଗାସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ବିଶ୍ୱ ହୃଦୟ ଦିବସ ପାଳିତ ହୋଇଯାଇଛି । ହୃଦରୋଗ ସମ୍ପର୍କରେ ଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ଅଭିଭାବକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ ଥିଲା ।…
Read More...

ତାମିଲନାଡୁ ଯିବାକୁ ଥିବା ଦାଦନ ୩୬ ଜଣ ଶ୍ରମିକଙ୍କୁ ବସ୍ ଭିତରୁ ଉଦ୍ଧାର କଲା କେସିଙ୍ଗା ପୋଲିସ

କେସିଙ୍ଗା, (ପ୍ରୀତେଶ ପଟେଲ) : ଓଡ଼ିଶାରେ କାମର ଅଭାବ ହେଉଥିବା ବେଳେ ଲୋକ ନିଜ ଓ ନିଜ ପରିବାରର ପେଟ ପୋଷିବା ପାଇଁ ଅନ୍ୟ ରାଜ୍ୟକୁ କାମ କରିବା ପାଇଁ ଯାଉଥିବା ପ୍ରାୟ ସବୁ ସମୟରେ ଦେଖିବାକୁ ମିଳୁଛି । ସୋମବାର ଦିନ କଳାହାଣ୍ଡି ଜିଲ୍ଲା ଧର୍ମଗଡ ଅଞ୍ଚଳରୁ ତାମିଲନାଡୁ ଯିବା ପାଇଁ…
Read More...

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, କେସିଙ୍ଗାରେ ବିଶ୍ୱ ଜଳାତଙ୍କ ଦିବସ ପାଳିତ

କେସିଙ୍ଗା, (ପ୍ରୀତେଶ ପଟେଲ) : କେସିଙ୍ଗାସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନଶିକ୍ଷକ ସମୀର କୁମାର ବେହେରାଙ୍କ ସଭାପତିତ୍ୱରେ ବିଶ୍ୱ ଜଳାତଙ୍କ ଦିବସ–୨୦୨୬ ଉତ୍ସାହ ଓ ସଚେତନତାର ସହିତ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ରୂପେ ସ୍ଥାନୀୟ ପ୍ରାଣୀ…
Read More...

ବର୍ଷା, ପବନର ତାଣ୍ଡବ : ସହର ସହ ଗ୍ରାମାଞ୍ଚଳର କ୍ଷୟକ୍ଷତି

କେସିଙ୍ଗା/ବୋରିଆ, (ପ୍ରୀତେଶ ପଟେଲ) : ପାଣିପାଗ ବିଭାଗ ତରଫରୁ କଳାହାଣ୍ଡି ଜିଲ୍ଲାକୁ ରେଡ୍ ଯୋନ୍ ଘୋଷିତ ହୋଇଥିଲା । ଲଘୁଚାପ ପ୍ରଭାବରେ ସାରା ଅଞ୍ଚଳରେ ଲାଗି ରହିଥିବା ଲଗାଣ ବର୍ଷା ସାଙ୍ଗକୁ ପବନ ଯୋଗୁଁ କେସିଙ୍ଗା ସହରାଞ୍ଚଳ ତଥା ଗ୍ରାମାଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ପବନର…
Read More...

ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

କେସିଙ୍ଗା, (ପ୍ରୀତେଶ ପଟେଲ) : ହାତୀ ଆକ୍ରମଣରେ କଳାହାଣ୍ଡି ଜିଲ୍ଲା କେସିଙ୍ଗା ବନଖଣ୍ଡ ଅଞ୍ଚଳ ଅନ୍ତର୍ଗତ ସିରୋଲ୍ ଗ୍ରାମପଞ୍ଚାୟତର ପୋଢ଼ଖମ୍ ଗାଁର ଅକୁର ହେରନା ନାମକ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଅକୁରଙ୍କ ବୟସ ପ୍ରାୟ ୫୦ ବର୍ଷ । ସେ ତାଙ୍କ ବିଲକୁ ଯାଇଥିବା ବେଳେ ହାତୀ ଆକ୍ରମଣର ଶିକାର…
Read More...