୨୫୦ କିଲୋ ଲୁହା ସାମଗ୍ରୀ ଚୋରି ଘଟଣାରେ ୫ ଜଣକୁ କୋର୍ଟ ଚାଲାଣ
କେସିଙ୍ଗା, (ପ୍ରୀତେଶ ପଟେଲ ) : କଳାହାଣ୍ଡି ଜିଲ୍ଲା କେସିଙ୍ଗା ସ୍ପିନିଂ ମିଲ୍ରୁ ଗୁରୁବାର ମଧ୍ୟାହ୍ନରେ ଅତି ମୂଲ୍ୟବାନ ଲୁହା ଜିନିଷପତ୍ର ଚୋରି ହୋଇଥିଲା । ଏ ନେଇ ସ୍ପିନିଂ ମିଲ୍ କର୍ତ୍ତୃପକ୍ଷ କେସିଙ୍ଗା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗକୁ ଭିତ୍ତିକରି କେସିଙ୍ଗା ଆଇଆଇସି!-->…
Read More...
Read More...