Browsing Tag

khallicoart news

ଲଗାଣ ବର୍ଷାରେ କାନ୍ଥ ଭୁଶୁଡ଼ି ମହିଳା ଗୁରୁତର

ଖଲ୍ଲିକୋଟ : ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଅଞ୍ଚଳରେ ୩ ଦିନ ଧରି ଲଗାଣ ବର୍ଷା ଫଳରେ ଏନ୍‌ଏସି ଅନ୍ତର୍ଗତ ତୋଟାଗାଁର ଭଗବାନ ବାରିକଙ୍କ ଘର କାନ୍ଥ ଭୁଶୁଡ଼ି ପଡିଛି । ଫଳରେ ଭଗବାନଙ୍କ ସ୍ତ୍ରୀ ଆହତ ହୋଇଥିବା ବେଳେ ଝିଅ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ସୂଚନା ଅନୁଯାୟୀ, ଭଗବାନଙ୍କ ସ୍ତ୍ରୀ ଏବଂ
Read More...

ପଥରରେ ଛେଚି ମହିଳାଙ୍କୁ ହତ୍ୟା ଅଭିଯୋଗ

ଖଲ୍ଲିକୋଟ : ରାସ୍ତାକଡ଼ରୁ ଜଣେ ମହିଳାଙ୍କ ମୃତଦେହ ଠାବ ହୋଇଥିବା ଖବର ମିଳିଛି । ସୂଚନା ଅନୁସାରେ ମହିଳାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଧେହ କରାଯାଉଛି । ଏବେ ଯାଏଁ ମୃତ ମହିଳାଙ୍କ ପରିଚୟ ମିଳିପାରି ନଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି
Read More...