ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରାମାଡ଼ : ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
ଖଲ୍ଲିକୋଟ : ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରାମାଡ଼ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା କହ୍ନେଇପୁର ରାହାଣଦେବୀ ଛକରେ ଛୁରା ମାଡ଼ ହୋଇଛି । ଛାତ୍ରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଖଲ୍ଲିକୋଟ ମେଡିକାଲ ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି । ପୂର୍ବ ଗଣ୍ଡଗୋଳକୁ କେନ୍ଦ୍ର କରି ଛୁରାମାଡ଼!-->…
Read More...
Read More...