ଇଟା ବୋଝେଇ ଟ୍ରାକ୍ଟର ଓଲଟି ଶ୍ରମିକ ମୃତ, ୩ ଆହତ
ଖଲ୍ଲିକୋଟ : ଖଲ୍ଲିକୋଟ ଥାନା ଅନ୍ତର୍ଗତ କନକା ଗ୍ରାମରେ ଗୁରୁବାର ସନ୍ଧ୍ୟାରେ ଏକ ବେଆଇନ ପୋଡା ଇଟା ବୋଝେଇ ଟ୍ରାକ୍ଟର ଓଲଟି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଆହତ ହୋଇଥିବା ଜଣାପଡିଛି । ମୃତ ଶ୍ରମିକ ଜଣକ ପିତାଗାଡ଼ିଆ ଗ୍ରାମର ରବି ପ୍ରଧାନ ବୋଲି ଜଣାପଡିଛି । ସୂଚନା!-->…
Read More...
Read More...