ଡିଭାଇଡର୍ରେ ପିଟିହୋଇ ଟ୍ରକ୍ ସହ ଧକ୍କା ହେଲା କାର୍ : ୧ ମୃତ, ୫ ଆହତ
ଖଲ୍ଲିକୋଟ : ଗଞ୍ଜାମ ଥାନା ଅଗସ୍ତିନୂଆଗାଁ ଛକ ନିକଟରେ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି । ସୂଚନା ଯୋଗ୍ୟ ଯେ, ଗଞ୍ଜାମ ଥାନା ଅଗସ୍ତିନୂଆଗାଁ ଛକ ନିକଟରେ ଏକ କାର୍ ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହେବା ପରେ ଏକ!-->…
Read More...
Read More...