ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ : ୨୦ରୁ ଅଧିକ ଯାତ୍ରୀ ଆହତ
ଖଲ୍ଲିକୋଟ : ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ୧୬ ନମ୍ବର ଜାତୀୟ ରାଜପତ ଲଙ୍ଗଳେଶ୍ୱର ନିକଟରେ ଏକ ଟ୍ରକକୁ ଧକ୍କା ଦେଇଛି ଯାତ୍ରୀବାହୀ ବସ୍ । ଯେଉଁଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ନିକଟସ୍ଥ!-->…
Read More...
Read More...