Browsing Tag

khaprakhol news

ସୁନାମଧନ୍ୟ କୀର୍ତ୍ତନ ଗାୟକ ଇନ୍ଦ୍ରମଣୀ ପଧାନଙ୍କ ପରଲୋକ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ପଡ଼ିଆବାହାଲ ଗାଁର ସୁନାମଧନ୍ୟ କୀର୍ତ୍ତନ ଗାୟକ ଗୁରୁଶ୍ରୀ ଇନ୍ଦ୍ରମଣୀ ପଧାନଙ୍କ ୬୧ ବର୍ଷ ବୟସରେ ପରଲୋକ ହୋଇଥିବା ପରିବାର ପକ୍ଷରୁ ସୂଚନା ମିଳିଛି । ସୂଚନା ଅନୁଯାୟୀ ପଡ଼ିଆବାହାଲ ସ୍ଥିତ ବାସଭବନରେ ସୋମବାର ଦିନ ତାଙ୍କ
Read More...

ଖପ୍ରାଖୋଲରେ ସୁଭଦ୍ରା ସ୍ୱାଗତ ପଦଯାତ୍ରା

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ସୁଭଦ୍ରା ଯୋଜନା ପାଇଁ ସାରା ରାଜ୍ୟରେ ଏବେ ଲୋକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଏବଂ ଉତ୍କଣ୍ଠା ଦେଖିବାକୁ ମିଳୁଛି । ତାକୁ ନେଇ ସଚେତନତା ସୃଷ୍ଟି କରିବା ପାଇଁ ସୁଭଦ୍ରା ଯୋଜନା ବାବଦରେ ପଦଯାତ୍ରା ଆରମ୍ଭ ହୋଇଛି । ଆଜି ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଠାରେ
Read More...

ସୁଭଦ୍ରା ଯୋଜନା ଅନଲାଇନ ପାଇଁ ଟଙ୍କା ନେଉଛନ୍ତି ସିଏସ୍‌ସି ମାଲିକ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ରାଜ୍ୟ ସରକାର ମହିଳାଙ୍କ ବିକାଶ ଲାଗି ଆଣିଥିବା ସୁଭଦ୍ରା ଯୋଜନାର ଆବେଦନ ଆରମ୍ଭ ହୋଇଯାଇଛି । ଆବେଦନ ବେଳେ ଆଧାରକାର୍ଡରେ ମୋବାଇଲ ନମ୍ବର ଅପଡେଟ୍‌ କରିବା ସହ ସଂଶୋଧନ କରିବା ଲାଗି ଆଧାରକାର୍ଡ ସେଣ୍ଟରରେ ସକାଳୁ ସନ୍ଧ୍ୟା ଯାଏ ମହିଳାଙ୍କ ଅସମ୍ଭାଳ ଭିଡ
Read More...

ଫୁଲ ତୋଳିବାକୁ ଯାଇ ପୋଖରୀରେ ବୁଡି ଯୁବକ ମୃତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା କଂସାପଲା ଗ୍ରାମର ଜୟନ୍ତ ବନଗୁଲା (ମଣ୍ଟୁ) (୩୬) ଆଜି ସକାଳେ ନିଜ ଗାଁରେ ଥିବା ପୋଖରୀକୁ ଗାଧୋଇବାକୁ ଯାଇ ଫୁଲ ତୋଳିବା ପାଇଁ ପାଣି ଭିତରକୁ ପଶିଥିଲେ । ପୋଖରୀ ବହୁତ ଗଭୀର ଥିବାରୁ ପାଣି ଭିତରୁ ବାହାରକୁ ବାହାରି ପାରି
Read More...

ଡକାୟତି ଘଟଣାରେ ଲାଠୋର ପୋଲିସକୁ ମିଳିଲା ସଫଳତା

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଲାଠୋର ଥାନା ଅଧୀନ ଫୁଲଝର ଛକ ଠାରେ ହୋଇଥିବା ଏକ ଡକାୟତି ଘଟଣାର ୨ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି । କୋର୍ଟ ଚାଲାଣ ହୋଇଥିବା ୨ ଅଭିଯୁକ୍ତ ହେଲେ ଫୁଲଝର ଗ୍ରାମର ଦିବାକର ବିଭାର(୨୩) ଏବଂ
Read More...

ନୂଆଁଖାଇ ପାଳିଲେ ଲକ୍ଷେଘର ଗଣ୍ଡା ସମାଜର ପରିବାର : ସୃଷ୍ଟି କଲେ ନିଆରା ଉଦାହରଣ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଏକାଠି ମିଶି ୫୨ ପରିବାରର ୨୦୫ ଜଣ ପଡ଼ାବାସୀ ନୂଆଁ ଖାଇଲେ । ନୂଆଁଖାଇ ହେଉଛି ଅନେକତାରେ ଏକତା ସୂତ୍ରରେ ବାନ୍ଧିବାର ପର୍ବ । ଏହା ଏକ କୃଷିଭିତ୍ତିକ ପର୍ବ ହୋଇଥିବା ବେଳେ ଗ୍ରାମର ଗୋଟିଏ ସାହି ଏକା ସାଙ୍ଗେ ନୁଆଁ ଖାଇବା ହେଉଛି ଏକ ସୂତ୍ରରେ ବାନ୍ଧି ହୋଇ
Read More...

ଅଭିଯୋଗର ୨ ଦିନ ଭିତରେ ଲୁଟ୍‌ର ପର୍ଦାଫାଶ କଲା ଲାଠୋର ପୋଲିସ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଗତ ୧ ତାରିଖ ରବିବାର ଦିନ ମଧ୍ୟାହ୍ନ ସମୟରେ ଲାଠୋରରୁ ବୁଢାଛାପର ଯିବା ରାସ୍ତାରେ ବନ୍ଧୁକ ଦେଖାଇ ସ୍ପଷ୍ଟ ଦିବାଲୋକରେ ୬୦୦୦ ଟଙ୍କା ଲୁଟ୍ ଘଟଣାରେ ଆଜି ପୋଲିସ ସମ୍ପୃକ୍ତ ୩ ଜଣ ଅପରାଧୀଙ୍କୁ ଗିରଫ କରିଛି । ସୂଚନା ଅନୁଯାୟୀ ବଲାଙ୍ଗିର ଜିଲ୍ଲା ଲାଠୋର ଥାନା
Read More...

ପିଜୁଳି ଗଛରେ ଝୁଲୁଛି ମୃତଦେହ : ଖପ୍ରାଖୋଲ ପୋଲିସର ତନାଘନା ଜାରି

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଦର୍ଲିପାଲି ପଞ୍ଚାୟତ ଅନ୍ତର୍ଗତ ମାଲପଡା ଟିକ୍ରାପଡ଼ାରେ ଆଜି ସକାଳ ୬ଟାରେ ଗୋଟିଏ ମୃତଦେହ ପିଜୁଳି ଗଛରେ ଝୁଲୁଥିବା ଗ୍ରାମର କିଛିଲୋକ ଦେଖିବାକୁ ପାଇଥିଲେ । ସୂଚନା ଅନୁଯାୟୀ ଆଜି ସକାଳୁ କିଛି ଲୋକ ନିଜ ନିତ୍ୟକର୍ମ
Read More...

ଚାବରିପାଲି ଗାଁରେ ହାତୀ ଆତଙ୍କ : ଘରେ ଶୋଇଥିବା ବେଳେ ଦମ୍ପତିଙ୍କୁ ଦଳିଦେଲା ଦନ୍ତା

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ହାତୀ ନେଲା ଜୀବନ । ହାତୀ ଆକ୍ରମଣରେ ସ୍ୱାମୀ ସ୍ତ୍ରୀଙ୍କ ମୃତ୍ୟୁ । ପୁଅବୋହୁ ନିଜ ଜୀବନ ବଞ୍ଚାଇବା ପାଇଁ ବାପା ମାଁଙ୍କୁ ଛାଡି ଲୋକଙ୍କ ସାହାଯ୍ୟ ପାଇଁ ଗାଁ ମୁଖ । ବଲାଙ୍ଗିର ଜିଲ୍ଲା ହରିଶଙ୍କର ରେଞ୍ଜ ଚାବରିପାଲି ଗାଁରେ ୨ ବୃଦ୍ଧ ବୃଦ୍ଧା ଘରେ ଶୋଇଥିବା
Read More...

ଜଣେ ଅମାୟିକ ସରଳ ବ୍ୟକ୍ତିଙ୍କ ଜ୍ୱରରେ ଅକାଳ ମୃତ୍ୟୁ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ସଦର ଖପ୍ରାଖୋଲର ସ୍ୱର୍ଗତ ରାମ ଗଡ଼ତ୍ୟାଙ୍କ ଜ୍ୟୋଷ୍ଠ ପୁତ୍ର ମହେନ୍ଦ୍ର ଗଡତ୍ୟାଙ୍କ ଜ୍ୱରରେ ଅକାଳ ମୃତ୍ୟୁ ଘଟିଥିବାରୁ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା । ସେ ଜଣେ
Read More...